ପ୍ରାର୍ଥନା କ୍ଲାସରେ ଅସୁସ୍ଥ ହୋଇପଡ଼ିଲେ ଛାତ୍ର

ପାଟଣା,୧୮।୪(ସ୍ବ. ପ୍ର.): କେନ୍ଦୁଝର ଜିଲାରେ ଦିନ ୧୦ଟା ବାଜିଲେ ପ୍ରବଳ ଖରା ଅନୁଭୂତ ହେଉଛି। ଖରାରେ ଲୋକେ ଆଉଟୁ ପାଉଟୁ ହେଉଥିବା ବେଳେ କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ପହଞ୍ଚିଛି। ଏଭଳିସ୍ଥିତିରେ ସ୍କୁଲ, କଲେଜ ଚାଲୁ ରଖିବାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।

ଅନ୍ୟପକ୍ଷେ ଖରା ଯୋଗୁ ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାୟତ କେନ୍ଦେଇ ପଶି ନୋଡାଲ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଜଣେ ଷଷ୍ଠ ଶ୍ରେଣୀ ଛାତ୍ର ପ୍ରାର୍ଥନା କ୍ଲାସରେ ଅସୁସ୍ଥ ହୋଇପଡିଛନ୍ତି। ଛାତ୍ର ଜଣକ ହେଉଛନ୍ତି ଆକାଶ ନାଏକ। ତାଙ୍କୁ ଶିକ୍ଷୟିତ୍ରୀମାନେ ଗ୍ଲୁକୋଜ ପାଣି ଦେବାପରେ ଛାତ୍ର ଜଣକ ସୁସ୍ଥ ହୋଇ କ୍ଳାସ କରୁଥିବା ଜଣାପଡ଼ିଛି। ପ୍ରାଥମିକ ଚିକିତ୍ସା ପରେ ଛାତ୍ର ଆକାଶଙ୍କ ଅବସ୍ଥା ସ୍ଥିର ଥିବା ପ୍ରଧାନ ଶିକ୍ଷୟିତ୍ରୀ ସତ୍ୟଭାମା ମୁଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri