ମହାନଦୀ ସେତୁ ତଳକୁ ଡେଉଁଥିଲେ ଛାତ୍ରୀ, ହଠାତ୍‌…

ବୌଦ୍ଧ,୧୮।୧୧:(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କିଆକଟା ମହାନଦୀ ବ୍ରିଜରୁ ତଳକୁ ଜଣେ ଛାତ୍ରୀ ଡେଇଁବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ନଦୀକୁ ଡେଇଁବାର କାରଣ ଜଣା ପଡ଼ି ନ ଥିବା ବେଳେ ଖବର ପାଇ ବୌଦ୍ଧ ପୁଲିସ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ପରିବେଶ ସୌନ୍ଦର୍ଯ୍ୟ ବଢାଇବାକୁ ପ୍ରୟାସ: କେସିଙ୍ଗା ଏନଏସି ପକ୍ଷରୁ…

କେସିଙ୍ଗା,୬।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଡୁମେର ମୁଣ୍ଡାସ୍ଥିତ ଏମସିସି କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପରିବେଶ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri