Posted inଜାତୀୟ

କଲେଜ ପରିସରରେ ଛାତ୍ରୀଙ୍କୁ ଛୁରିଭୁସି ହତ୍ୟା

ବେଙ୍ଗାଲୁରୁ, ୪।୧: ବେଙ୍ଗାଲୁରୁ ପ୍ରେସିଡେନ୍ସି କଲେଜ ପରିସରରେ ଜଣେ ଛାତ୍ରୀଙ୍କୁ ଅନ୍ୟ କଲେଜର ଛାତ୍ର ଛୁରିଭୁସି ହତ୍ୟା କରିଛନ୍ତି । ଲାୟାସ୍ମତାଙ୍କୁ ତାଙ୍କ ଦୂର ସମ୍ପର୍କୀୟ ଭାଇ ପଓ୍ବନ କଲ୍ୟାଣ ଏକତରଫା ପ୍ରେମ କରୁଥିଲେ। ସେ ଲାୟାସ୍ମିତାଙ୍କୁ ବିବାହ କରିବାକୁ ଚାହୁଁଥିଲେ। ସୋମବାର ପଓ୍ବନ ଲାୟାସ୍ମିତାଙ୍କ କଲେଜକୁ ଯାଇ ତାଙ୍କୁ ଭେଟିଥିଲେ। ଦୁହିଁଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହେବା ପରେ ପଓ୍ବନ ହଠାତ୍‌ ଲାୟାସ୍ମିତାଙ୍କୁ ଛୁର ଭୁସି ହତ୍ୟା କରିଥିଲେ। ଏହାପରେ ପଓ୍ବନ ନିଜେ ଆତ୍ମହତ୍ୟା କରିବାକୁ ଉଦ୍ୟମ ମଧ୍ୟ କରିଥିଲେ। ଲାୟାସ୍ମିତା ବିଟେକ୍‌ ଛାତ୍ରୀ ହୋଇଥିବାବେଳେ ମୁଖ୍ୟ ଅଭିଯୁକ୍ତ ବିସିଏ ଛାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଜମା ହୋଇଥିବା ମଇଳା ସଫା କଲେ ରାଜ୍ୟପାଳ

ଭୋପାଳ,୧୩।୬: ହିଲ୍‌ ଷ୍ଟେଶନ୍‌ ପଞ୍ଚମାଢ଼ି ଗସ୍ତରେ ଆସିଥିବା ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲ ରାସ୍ତାରେ ଜମା ହୋଇଥିବା ମଇଳା ସଫା କରିଛନ୍ତି। ରାଜ୍ୟପାଳଙ୍କ ଗାଡ଼ି ହଠାତ୍‌ ଅଟକି...

ସମ୍ବିଧାନ ଛପା ହୋଇଥିବା ମେଶିନ୍‌ ଦେଢ଼ ଲକ୍ଷରେ ହେଲା ବିକ୍ରି

ଡେରାଡୁନ୍‌,୨୫।୧: ଦେଶର ସମ୍ବିଧାନ ଛପା ହୋଇଥିବା ୨ଟି ଲିଥୋଗ୍ରାଫ୍‌ ମେଶିନ୍‌କୁ ଦେଢ଼ ଲକ୍ଷ ଟଙ୍କାରେ ବିକ୍ରି କରାଯାଇଛି। ଏହି ମେଶିନ୍‌ ଦ୍ୱାରା ସମ୍ବିଧାନର ହଜାରେ କପି...

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...

ବ୍ୟାଙ୍କରେ ନକଲି ସୁନା ରଖି ୨ କୋଟି ଋଣ ନେଇଥିଲେ ଦମ୍ପତି

ଥାଣେ, ୪।୨: ବ୍ୟାଙ୍କରେ ସୁନା ଅଳଙ୍କାର ରଖି ଲୋକେ ଋଣ ନେଇଥାନ୍ତି। ତେବେ ମହାରାଷ୍ଟ୍ର ଥାଣେ ଜିଲାରେ ଥିବା ସମବାୟ ବ୍ୟାଙ୍କରେ ନକଲି ସୁନା ବନ୍ଧକ...

କଶ୍ମୀରରେ ସଂଖ୍ୟାଲଘୁଙ୍କୁ ଟାର୍ଗେଟ

ଶ୍ରୀନଗର,୮।୧୦(ପି.ଟି.):ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ କିଛିଦିନ ହେଲା ନିରୀହ ସଂଖ୍ୟାଲଘୁମାନଙ୍କୁ ଟାର୍ଗେଟ କରି ଆକ୍ରମଣ କରୁଛନ୍ତି। ଗୁରୁବାର ଶ୍ରୀନଗରସ୍ଥିତ ଏକ ସରକାରୀ ସ୍କୁଲ୍‌ର ଜଣେ ମହିଳା ପ୍ରିନି୍ସପାଲ ଓ...

ଏହି ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଆର୍‌ଟିପିସିଆର ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪।୧୨: କରୋନାର ନୂଆ ସଂକ୍ରମଣକୁ ନେଇ ଭାରତ ସରକାର ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି। ଗତ ତିନି ଦିନ ମଧ୍ୟରେ ସରକାର ତିନୋଟି ଉଚ୍ଚ ସ୍ତରୀୟ ବୈଠକ...

କଟା ହେଲା ୮ଶହ ଗଛ: ଫସର ଫାଟିଲା ବିକ୍ଷୋଭ; ଶହେରୁ ଅଧିକ ଗିରଫ

ମୁମ୍ବାଇ,୫।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କାଟିବା ବିରୋଧରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲେ ମଧ୍ୟ ତାହା ଫସର ଫାଟ ଯାଇଛି।...

ଭାରତୀୟ ଯବାନଙ୍କୁ କରୋନା ସଂକ୍ରମଣ

ଲେହ,୧୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି ପାଇଛି। ଭାରତୀୟ ସେନାରେ ପ୍ରଥମ କରୋନା ସଂକ୍ରମଣ ଘଟଣା ଦୃଷ୍ଟିକୁ ଆସିଛି। ଲଦାଖର ଲେହଠାରେ ଥିବା...

Advertisement
Archives

Model This Week