Posted inଫୁରସତ

ପରୀକ୍ଷା ଖାତାରେ ବି ‘ପୁଷ୍ପା’ ନିଶା: ଛାତ୍ର ଲେଖିଦେଲେ ଏମିତି

ନିକଟରେ ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଫିଲ୍ମ ‘ପୁଷ୍ପା: ଦି ରାଇଜ’ ବକ୍ସ ଅଫିସ୍‌ରେ ସୁପରହିଟ୍‌ ହୋଇଛି। ରିଲିଜ ହେବା ପରଠାରୁ ଏହାର ଗୀତ ଏବଂ ସଂଳାପ ଲୋକଙ୍କ ହୃଦୟରେ ରହିଯାଇଛି। ସମସ୍ତେ ଫିଲ୍ମର ଗୀତ ଏବଂ ସଂଳାପ ଉପରେ ରିଲ କରୁଛନ୍ତି। କିନ୍ତୁ ଏବେ ପୁଷ୍ପା ନିଶା ପରୀକ୍ଷା ଖାତାରେ ଦେଖିବାକୁ ମିଳିଛି। ଆଜିକାଲି ସୋସିଆଲ ମିଡିଆରେ ଜଣେ ଦଶମ ଶ୍ରେଣୀ ଛାତ୍ରର ପରୀକ୍ଷା ଖାତାର ଫଟୋ ଭାଇରାଲ ହେବାରେ ଲାଗିଛି। ଭାଇରାଲ ହେଉଥିବା ଫଟୋରେ ଏହା ଦେଖିବାକୁ ମିଳେ ଯେ, ଜଣେ ଛାତ୍ର ତାଙ୍କର ପରୀକ୍ଷା ଖାତାରେ ଲେଖିଛନ୍ତି – ପୁଷ୍ପା, ପୁଷ୍ପା ରାଜ୍‌… ଆପୁନ ଲିଖେଗା ନେହିଁ। ଏହି ଘଟଣା ପଶ୍ଚିମବଙ୍ଗରେ ଘଟିଥିବା କୁହାଯାଉଛି। ଫଟୋଟି ମନୋଜ ସରକାର ନାମକ ଜଣେ ଟୁଇଟର ୟୁଜର୍ସଙ୍କ ଦ୍ୱାରା ଶେୟାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri