ବିଧାୟକଙ୍କ ଦରମା ବୃଦ୍ଧି ପାଇଁ ଗଠନ ହେଲା ସବ୍‌କମିଟି

ଭୁବନେଶ୍ୱର,୩ା୪(ବ୍ୟୁରୋ)-ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ପାଇଁ କ୍ୟାବିନେଟ୍‌ ସବ୍‌କମିଟି ଗଠନ କରାଯାଇଛି। ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ସବ୍‌କମିଟିରେ ରାଜସ୍ବ ମନ୍ତ୍ରୀ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ସଦସ୍ୟ ଅଛନ୍ତି। ସବ୍‌ କମିଟି ବିଧାୟକଙ୍କ ଦରମା ବୃଦ୍ଧି ନେଇ ପରାମର୍ଶଦାତା କମିଟିି ଦେଇଥିବା ସୁପାରିସ୍‌କୁ ଅନୁଧ୍ୟାନ କରିବ। ପରେ ଏହାର ଚୂଡ଼ାନ୍ତ ରିପୋର୍ଟ କମିଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଇବ। ମୁଖ୍ୟମନ୍ତ୍ରୀଙ୍କ ମୋହର ବାଜିବା ପରେ ଏହା ବିଲ୍‌ ଭାବେ ବିଧାନସଭାରେ ଉପସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri