ଶୈବପୀଠରେ ବୃଷଭ ପିଉଛନ୍ତି କ୍ଷୀର

କୋକସରା,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଶୈବପୀଠରେ ଗୁରୁବାର ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ମହାଦେବଙ୍କ ବୃଷଭ କ୍ଷୀର ଓ ପାଣି ପିଉଥିବା ନେଇ ପ୍ରଚାର ହେବାପରେ କୋକସରା ବ୍ଲକର ଡେଙ୍ଗାଗୁଡାଠାରେ ଥିବା ଶମ୍ଭୁଶ୍ୱର ମନ୍ଦିର, ବଡକେନ୍ଦୁଗୁଡା ଝାରବନ୍ଧଠାରେ ଥିବା ପ୍ରାଚୀନ କାଳେଶ୍ୱର ମହାଦେବ ମନ୍ଦିର, ବରାଡଙ୍ଗାରେ ଥିବା ଶୈବପୀଠରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳଥିଲା। ତେବେ ଭକ୍ତମାନେ କ୍ଷୀର ଓ ପାଣି ଧରି ଶୈବପୀଠରେ ବୃଷଭକୁ ଚାମଚରେ କ୍ଷୀର ଓ ପାଣି ପିଆଇଥିବା ଦେଖିବାକୁ ମିଳିଛି। ତେବେ ଏହି ଘଟଣାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି। ପାଗ ପରିବର୍ତ୍ତନ ହେଲେ ପଥରରେ ନିର୍ମିତ ଯେ କୌଣସି ମୂର୍ତ୍ତି ଆଗରେ ପାନୀୟ ଜଳ ରଖିଲେ ଏମିତି ହୋଇଥାଏ ବୋଲି କେତେକ ଲୋକ କହିଛନ୍ତି। ତେବେ କେଉଁ କାରଣରୁ ଏମିତି ହେଉଛି ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଭଗବାନଙ୍କ ଆସ୍ଥା ଓ ବିଶ୍ୱାସ ଆଗରେ ଭକ୍ତମାନେ ଏହାକୁ ମହାଦେବଙ୍କ ଅଲୌକିକ ମହିମା କହି ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଗ୍‌ ସ୍କ୍ବାଡ୍‌ କେ-୯ରେ ୫ ବେଲ୍‌ଜିଆନ ମାଲିନୋଇସ

କଟକ ଅଫିସ,୧୯ା୨: ବେଲ୍‌ଜିଆନ ମାଲିନୋଇସ ପ୍ରଜାତିର ୫ କୁକୁର ଶୁକ୍ରବାର ଓଡ଼ିଶା ପୋଲିସର ଡଗ୍‌ ସ୍କ୍ବାଡ୍‌ କେ-୯ରେ ସାମିଲ ହୋଇଛନ୍ତି। କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ...

ତଟବନ୍ଧ,ପାନୀୟ ଜଳ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୬୨୨ କୋଟି

କେନ୍ଦ୍ରାପଡ଼ା ଅଫିସ, ୧୪ ।୮: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପାନୀୟ ଜଳ ସଙ୍କଟ କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ସର୍ବଦା ଆଶଙ୍କାରେ ପକାଇଛି। ତେବେ ଏହାର ସମାଧାନ...

ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର, ନର୍ସ କରୋନା ପଜିଟିଭ୍‌

ନୟାଗଡ଼ ଅଫିସ,୯।୬: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଡାକ୍ତର ଓ ନର୍ସଙ୍କୁ...

ବିଦ୍ୟାଳୟରେ ଶିକ୍ଷକଙ୍କୁ ମୋବାଇଲ ମନା

ଭୁବନେଶ୍ୱର, ୨୮-୮(ବ୍ୟୁରୋ):ଶିକ୍ଷାନୁଷ୍ଠାନଗୁଡ଼ିକରେ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶିକ୍ଷକଙ୍କ ଉପରେ କେତେକ କଟକଣା ଜାରି କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଶିକ୍ଷକମାନେ...

ଝରକା ଗ୍ରୀଲ୍‌ ତାଡ଼ି ୬ ଅନ୍ତେବାସୀ ଚମ୍ପଟ

ବ୍ରହ୍ମପୁର ଅଫିସ,୨୩।୧୧: ବାଳଅପରାଧୀଙ୍କୁ ସୁଧାରିବା ପାଇଁ ସରକାରଙ୍କ ଦ୍ୱାରା ପରିଚାଳିତ ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ବାଳସୁଧାର ଗୃହ ଏବେ ବିବାଦ ଘେରକୁ ଚାଲିଆସିଛି।...

କ୍ରାଇମ୍‌ବ୍ରାଞ୍ଚ ହାତରେ ରହସ୍ୟମୟୀଙ୍କ ଫଟୋ

କଟକ ଅଫିସ,୩୦ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ମାମଲାରେ ସନ୍ଦିଗ୍ଧ ମହିଳାଙ୍କ ଫଟୋ କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଛି। ରହସ୍ୟମୟୀଙ୍କ...

ଗାଡ଼ି ଚଢାଇ ହତ୍ୟା ଷଡ଼ଯନ୍ତ୍ରରେ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ, ୨୩।୫: ଗାଡ଼ି ଚଢାଇ ହତ୍ୟା ମାମଲାରେ ଅଭିଯୁକ୍ତ ଚିତ୍ତରଞ୍ଜନ ମହାନ୍ତିଙ୍କୁ ବଲାଙ୍ଗୀର ପୋଲିସ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି ।...

ଆଖିବୁଜିଲେ ପୁଣି ଜଣେ କରୋନା ଯୋଦ୍ଧା

ଝାରସୁଗୁଡା ଅଫିସ, ୧୧।୫: ଝାରସୁଗୁଡା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏଥିମଧ୍ୟରେ ଆକ୍ରାନ୍ତମାନେ ମଧ୍ୟ ପ୍ରତିଦିନ ପ୍ରାଣ ହରାଉଛନ୍ତି...

Advertisement
Archives

Model This Week