Posted inଜାତୀୟ

ଆତ୍ମହତ୍ୟା କଲେ ମୁଲାୟମଙ୍କ ସମର୍ଥକ

କାନପୁର, ୧୨।୧୦: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକରେ ମ୍ରିୟମାଣ ହୋଇ ତାଙ୍କର ଜଣେ ସମର୍ଥକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ହେଲେ କାନପୁରର ରାଜେଶ କୁମାର ଯାଦବ। ରାଜେଶ ଜାମସେଦପୁରରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ସୋମବାର ସେ ଘରକୁ ଫେରି ମୁଲାୟମଙ୍କ ମୃତ୍ୟୁ ବାବଦରେ ଜାଣିଥିଲେ। ଏଥିରେ ସେ ଭାଙ୍ଗିପଡ଼ି ପାଣ୍ଡୁ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ରାଜେଶଙ୍କ ସ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷେ ରାଜେଶ ମୁଲାୟମ ସିଂଙ୍କ ଜଣେ ବଡ଼ ପ୍ରଶଂସକ ଥିବା ତାଙ୍କ ଭାଇ ଅମର ବାହୁଦୁର ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri