ଅଧିଆ ପଡ଼ିଥିବା ନାବାଳିକାଙ୍କୁ ବଳାତ୍କାର କଲେ ମନ୍ଦିର ପୂଜକ: ଥାନାରେ ଅଭିଯୋଗ

ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତିଳେଶ୍ୱର ଆଖଣ୍ଡଳମଣି ମନ୍ଦିରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମନ୍ଦିର ପୂଜକ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।
ସୂଚନା ମୁତାବକ, ଆଖଣ୍ଡଳମଣି ମନ୍ଦିରରେ ଜଣେ ନାବାଳିକା ଦେହ ବାରମ୍ବାର ଅସୁସ୍ଥ କାରଣରୁ ଠାକୁରଙ୍କ ପାଖରେ ଅଧିଆ ପଡିଥିଲେ। ସ୍ବାସ୍ଥ୍ୟ ଭଲ ହେବା ଉଦ୍ଦେଶ୍ୟରେ ନାବାଳିକା ଅଧିଆ ପଡ଼ିଥିଲେ। ହେଲେ ସୋମବାର ବିଳମ୍ବିତ ରାତିରେ ସେହି ମନ୍ଦିରରେ ପୂଜକ ଭାବେ କାର୍ଯ୍ୟ କରୁଥିବା ସୋନପୁର ଜିଲା ଅଞ୍ଚଳର ଦୁଃଖନାସନ ବିଶି ତାକୁ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଠାକୁରଗଡ଼ ଥାନା
କେସ ନମ୍ବର ୧୮୩/ ୨୪ ରୁଜୁ କରିଛି। ପୋଲିସ ସଂପୃକ୍ତ ପୂଜକଙ୍କୁ ଥାନାକୁ ଉଠାଇ ଆଣି ଡାକ୍ତରୀ ମାଇନା ପାଇଁ ପଠାଇଛି। ଆସନ୍ତାକାଲି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ନଟବର ନନ୍ଦ ସୂଚନା ଦେଇଛନ୍ତି। ଉକ୍ତ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri