ତେଲ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଖୋର୍ଦ୍ଧା,୨୮ା୧୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ସାରୁଅ ଶିଳ୍ପାଞ୍ଚଳରେ ଥିବା ଏକ ତେଲ ଫ୍ୟାକ୍ଟ୍ରିରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ୟୁନିଭର୍ସାଲ ଇନ୍‌ଫ୍ରା ଆଣ୍ଡ୍‌ ଏଗ୍ରି ଅଏଲ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଅଏଲ ଫ୍ୟାକ୍ଟ୍ରିର ଗୋଦାମ ଘରେ ନିଆଁ ଲାଗିଛି। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ନିଆଁ ଲିଭା କାର୍ଯ୍ୟରେ ୩ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି। ଗୋଦାମ ଘରେ ତେଲ ପ୍ୟାକିଂ ପାଇଁ ଥିବା ଆବଶ୍ୟକ ସାମଗ୍ରୀ ସବୁ ପୋଡ଼ି ପାଉଁଶ ହୋଇଯାଇଛି। ଶଟ୍‌ସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି: ବିଭିନ୍ନ ସମସ୍ୟା ସମାଧାନ ଦାବି

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଶାସନ ପକ୍ଷରୁ ସୋମବାର ଗୌଡ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଦିଗପହଣ୍ଡି ବିଡ଼ିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri