Posted inଜାତୀୟ

ଚୋରି ପାଇଁ ଘରେ ପଶିଥିଲେ ଚୋର;ମୂଲ୍ୟବାନ ସାମଗ୍ରୀ ନ ମିଳିବାରୁ ମହିଳାଙ୍କୁ…

ମୁମ୍ବାଇ,୭।୧: ମୁମ୍ବାଇର ଉପାନ୍ତ ସହର ମାଲାଡରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଚୋରି କରିବାକୁ ଯାଇଥିବା ଚୋର କୌଣସି ମୂଲ୍ୟବାନ ସାମଗ୍ରୀ ନ ପାଇବାରୁ ପଶିଥିବା ଘରେ ଉପସ୍ଥିତ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇ ଆସିଥିଲେ। ସୂଚନା ପାଇବା ପରେ ପୋଲିସ ମାମଲା ରୁଜୁ କରିଥିଲା। ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯାଇଥିଲା।
କୁରାର ପୋଲିସ ଷ୍ଟେଶନ ପକ୍ଷରୁ କୁହାଯାଇଛି ଯେ, ଜଣେ ବ୍ୟକ୍ତିଙ୍କୁ ନିର୍ଯାତନା ଏବଂ ଡକାୟତି ଉଦ୍ୟମ ଅଭିଯୋଗରେ ଗିରଫ କରାଯାଇଛି। ଜାନୁୟାରୀ ୩ରେ ମାଲାଡର କୁର ଅଞ୍ଚଳରେ ଏହି ଘଟଣା ଘଟିଥିଲା।
୩୮ ବର୍ଷୀୟା ଅଭିଯୋଗକାରୀଙ୍କ ଅନୁଯାୟୀ, ସେ ଘରେ ଏକୁଟିଆ ଥିଲେ। ଏହି ସମୟରେ ଚୋର ଘରେ ପଶି କବାଟ ବନ୍ଦ କରିଦେଇଥିଲେ। ଏହାପରେ ଅଭିଯୁକ୍ତ ମହିଳାଙ୍କ ମୁହଁ ବନ୍ଦ କରିଦେଇଥିଲେ। ଏହାପରେ ସମସ୍ତ ମୂଲ୍ୟବାନ ସାମଗ୍ରୀ, ମୋବାଇଲ ଏବଂ ଏଟିଏମ୍‌ କାର୍ଡ ଦେବାକୁ କହିଥିଲେ। କିନ୍ତୁ ମହିଳାଙ୍କ ଘରେ ମୂଲ୍ୟବାନ ସାମଗ୍ରୀ ନ ଥିବାରୁ ଅଭିଯୁକ୍ତ ତାଙ୍କ ମୁହଁରେ ଚୁମ୍ବନ ଦେଇ ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ କେବେ ବି ଭାରତ ଆସିପାରିବେନି ଟ୍ରମ୍ପ! ଲାଗିବ କଡ଼ା କଟକଣା?

ନୂଆଦିଲ୍ଲୀ,୧୩।୧:ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୧୦ ଜାନୁଆରୀ, ୨୦୨୫ ଦିନ ଜଣେ ସାଂଘାତିକ ଅପରାଧୀ ଭାବରେ ଦୋଷୀ ସାବ୍ୟସ୍ତ କରାଯାଇଛି। ମେ ମାସରେ, ତାଙ୍କ...

ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!

ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି ।...

କ’ଣ ବିନା ପୋଷାକରେ ଶିବଙ୍କୁ ପୂଜା କରନ୍ତି? ନିଜ ପିଣ୍ଡଦାନ ନିଜେ କରନ୍ତି, ଜାଣନ୍ତୁ ମହିଳା ନାଗାସାଧୁଙ୍କୁ ଭୟଙ୍କର ଜୀବନ ବିଷୟରେ…

ଉତ୍ତର ପ୍ରଦେଶର ପ୍ରୟାଗରାଜର ସଙ୍ଗମ ନଗରୀରେ ମହାକୁମ୍ଭ ଜାନୁଆରୀ ୧୩ରୁ ଆରମ୍ଭ ହୋଇଛି। ଆଜିଠାରୁୁ ଆରମ୍ଭ ହୋଇ ଫେବୃଆରୀ ୨୬ ପର୍ଯ୍ୟନ୍ତ ଏହି କୁମ୍ଭମେଳା ଚାଲିବ।...

ଧାର୍ମିକ ସହରରେ ବିକ୍ରି ହୋଇପାରିବନି ମଦ! ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

ଭୋପାଳ,୧୩।୧: ମଧ୍ୟପ୍ରଦେଶରେ ମଦ ବନ୍ଦ ପ୍ରସଙ୍ଗ ବାରମ୍ବାର ଉଠୁଛି, ରାଜ୍ୟରେ ଅନେକ ଥର ମଦ ବନ୍ଦ ପାଇଁ ଦାବି ହୋଇଆସୁଛି। ଏହି ସମୟରେ, ମୁଖ୍ୟମନ୍ତ୍ରୀ ମୋହନ...

ସାବଧାନ: ଗ୍ରାହକ ଭାବେ ଆସି କ୍ୟୁଆର୍‌ କୋଡ୍‌ ବଦଳାଇ ଦେଉଛନ୍ତି ସାଇବର ଅପରାଧୀ

ଭୋପାଳ,୧୩।୧: ସାଇବର ଅପରାଧୀମାନେ ଏବେ ଦୋକାନର କ୍ୟୁଆର୍‌ କୋଡ୍‌ ବଦଳାଇ ଠକିବାର ନୂଆ କୌଶଳ ଆପଣାଇଛନ୍ତି। ମଧ୍ୟପ୍ରଦେଶର ଖଜୁରାହୋରେ ବହୁ ବ୍ୟବସାୟ ପ୍ରତିଷ୍ଠାନର କ୍ୟୁଆର୍‌ କୋଡ୍‌...

ଖଟ୍ଟରଙ୍କ ବିବାଦୀୟ ବୟାନକୁ ନେଇ ରାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୩।୧: କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟର ରବିବାର ଏକ ବିବାଦୀୟ ବୟାନ ଦେଇ କହିଛନ୍ତି ଯେ ଜବାହରଲାଲ ନେହେରୁ ‘ଆକ୍ସିଡେଣ୍ଟାଲି’ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ।...

ନିଜ ନିର୍ବାଚନୀ ଖର୍ଚ୍ଚ ପାଇଁ ପାଣ୍ଠି ସଂଗ୍ରହ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ: ୬ ଘଣ୍ଟାରେ ୧୫ ଲକ୍ଷ ସଂଗ୍ରହ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ନିଜ ନିର୍ବାଚନୀ ଖର୍ଚ୍ଚ ପାଇଁ ପାଣ୍ଠି ସଂଗ୍ରହ ଅଭିଯାନ ଆରମ୍ଭ କରିଛନ୍ତି। ସେ କ୍ରାଉଡ୍‌ ଫଣ୍ଡିଂ ଜରିଆରେ ନିର୍ବାଚନ ଖର୍ଚ୍ଚ...

‘ଅମିତ ଶାହାଙ୍କୁ ତୁରନ୍ତ ଗିରଫ କରାଯାଉ’, ବଡ଼ ଅଭିଯୋଗ ଆଣିଲେ…

ନୂଆଦିଲ୍ଲୀ,୧୩।୧: ଭାରତୀୟ ଜନତା ପାର୍ଟି ନେତ୍ରୀ ସ୍ମୃତି ଇରାନୀ ରବିବାର ଏକ ଖବରଦାତା ସମ୍ମିଳନୀ କରି ଆମ ଆଦମୀ ପାର୍ଟି (ଏଏପି) ଉପରେ ଜାତୀୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri