୩୧ରେ ବ୍ରଜରାଜନଗର ଉପ-ନିର୍ବାଚନ: ୩ ଦିନର ସ୍ବତନ୍ତ୍ର ଛୁଟି ଘୋଷଣା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ମେ’ ୩୧ରେ ବ୍ରଜରାଜନଗର ଉପ-ନିର୍ବାଚନ। ଏଥିନିମନ୍ତେ ସ୍ବତନ୍ତ୍ର ଛୁଟି ଘୋଷଣା କରାଯାଇଛି। ନିର୍ବାଚନମଣ୍ଡଳୀ ବାହାରେ ରହୁଥିବା ଭୋଟରମାନେ ୩ ଦିନ ଛୁଟି ନେଇପାରିବେ। ଭୋଟ ପୂର୍ବ ଦିନ, ଭୋଟ ଦିନ ଓ ପରଦିନ ଭୋଟର ଛୁଟି ନେଇପାରିବେ । ସେହିଭଳି ନିର୍ବାଚନମଣ୍ଡଳୀରେ ଥିବା ଭୋଟରଙ୍କ ପାଇଁ ଗୋଟିଏ ଦିନର ଛୁଟି ଘାଷଣା ହୋଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଚଳିତଥର ୨୭୯ଟି ବୁଥରେ ନିର୍ବାଚନ ହେବ । ଶାନ୍ତିଶୃଙ୍ଖଳାରେ ଏହି ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି । ୫୦% ବୁଥରେ ୱେବକାଷ୍ଟିଂ ହେବ। ଟୋଲ୍‌ ଫ୍ରି ନମ୍ବର ୧୯୫୦ରେ ଫୋନ୍‌ କରି ସମସ୍ତ ସୂଚନା ପାଇପାରିବେ। ଜିଲା ପ୍ରଶାସନ ପକ୍ଷରୁ ‘ମୁଁ ବି ଭୋଟ ଦେବି’ କ୍ୟାମ୍ପେନ ଆରମ୍ଭ କରାଯାଇଛି । ଭୋଟ ହାର ବଢାଇବାକୁ ଏହି ପ୍ରୟାସ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri