ଫୋନ୍‌ରେ ଗପୁଥିବା ସମୟରେ ମାରିଲା ଘଡ଼ଘଡ଼ି, ଚାଲିଗଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ମହାକାଳପଡ଼ା,୧୯।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ରବିବାର ରାତିରେ କାଳ ବୈଶାଖୀ ତାଣ୍ଡବ ରଚିଥିଲା। ଫଳରେ ବଡ଼ ବଡ଼ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ସହ ଘରର ଆଜବେଷ୍ଟସ ଉଡ଼ିଯାଇଛି। ଏହି ସମୟରେ ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ବଉଳକଣି ପଞ୍ଚାୟତର ବେତବେଲାରି ଗ୍ରାମର ଯୁବ ଡିପ୍ଲୋମା ଇଞ୍ଜିନିୟର ନନ୍ଦନାଲ ମଣ୍ଡଳ (୨୪) ଚିଙ୍ଗୁଡ଼ି ଘେରିରେ ଥିଲେ। ବିଜୁଳି ଘଡ଼ଘଡ଼ି ମାରୁଥିବା ସମୟରେ ସେ ଫୋନ୍‌ରେ ଗପୁଥିଲେ। ଫଳରେ ତାଙ୍କ ଉପରେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ : ୬ମାସ ପରେ ଗଠନ ହେଲା ନାକ୍‌ କମିଟି

ଯାଜପୁରରୋଡ,୭ା୬(ନି.ପ୍ର)- ଯାଜପୁର ରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟର ଏକ ପ୍ରମୁଖ ମହାବିଦ୍ୟାଳୟ ଭାବେ ନିଜର ସ୍ବତନ୍ତ୍ର ପରିଚୟ ହାସଲ କରିଛି। ମାତ୍ର ଏବେ ମହାବିଦ୍ୟାଳୟର...

ଜିଲା କଣ୍ଟ୍ରୋଲ ରୁମ୍‌ ଦାୟିତ୍ୱରେ ସଂଗ୍ରାମ

କେନ୍ଦୁଝର,୧୦।୪(ସ୍ବ.ପ୍ର.): କୋଭିଡ-୧୯ ମହାମାରୀ ସମୟରେ ଲୋକଙ୍କୁ ସହାୟତା ପ୍ରଦାନ କରିବାକୁ ଜିଲା କଣ୍ଟ୍ରୋଲ ରୁମ ଇନ୍‌ଚାର୍ଯ୍ୟ ଦାୟିତ୍ୱରେ ପିସିସି ସମ୍ପାଦକ ସଂଗ୍ରାମ ଦାସଙ୍କୁ ନିଯୁକ୍ତି ଦିଆଯାଇଛି।...

କେନ୍ଦ୍ରମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ କଲେ ରାଜ୍ୟ କୁଡୁମୀ ସେନା

ପାଟଣା,୧୩।୯( ସ୍ବ.ପ୍ର.): ଓଡ଼ିଶା କୁଡୁମୀ ସେନା ସୋମବାର କେନ୍ଦୁଝର ସର୍କିଟ ହାଉସଠାରେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ଭେଟିଛନ୍ତି। ସେମାନେ...

ରାଇସ ମିଲ୍‌ରୁ ବିଷଧର ସାପ ଉଦ୍ଧାର

ବୁଗୁଡ଼ା,୨୭ା୫(ଡି.ଏନ.ଏ.)-ବୁଗୁଡ଼ା ସହର ନିକଟସ୍ଥ ଷୋହଳମାଇଲି ଠାରେ ଥିବା ଶଙ୍କର ରାଇସ୍‌ ମିଲରୁ ବୁଧବାର ଅପରାହ୍ନରେ ଏକ ୫ ଫୁଟିଆ ବିଷଧର ସାପ ଉଦ୍ଧାର କରାଯାଇଛି। ମିଲ୍‌ରେ...

ଗଣ୍ଡାବାଜା କଳାକାରଙ୍କୁ କରୋନା ମାଡ଼

ଲାଠୋର,୨୩।୪ (ଡି.ଏନ.ଏ.): କରୋନା ମୁକାବିଳା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ ଡାଉନ୍‌ ଘୋଷଣା କରଛନ୍ତି। ଏହାଦ୍ୱାରା ସବୁ କ୍ଷେତ୍ର ପ୍ରଭାବିତ ହୋଇଛି।...

କଲରାପତରିଆ ବାଘ ଚମଡ଼ା ଜବତ, ବାବା ଗିରଫ

ପରଜଙ୍ଗ,୨୪।୫(ଡି.ଏନ.ଏ.) : ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧୀନ କୁଲେଇସ୍ଥିତ ବାବା ତାଳେଶ୍ୱର ଶିବମନ୍ଦିରରୁ ଗୁରୁବାର ବନ ବିଭାଗ ଏକ କଲରାପତିରିଆ...

ଘାଟିରେ ଓଲଟିଲା ବିଜୁ ଗାଁ ବସ୍‌: ୧୨ ଯାତ୍ରୀ ଆହତ

କେନ୍ଦୁଝର, ୧୬ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ସୋମବାର ଏକ ବିଜୁ ଗାଁ ବସ୍‌ ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ...

ପୃଥକ୍‌ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଦାରିଙ୍ଗବାଡ଼ି,୫।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ଅଞ୍ଚଳରେ ଘନକୁହୁଡି ଯୋଗୁ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦାରିଙ୍ଗବାଡ଼ି ଥାନା କାଜୁରିପାଙ୍ଗା...

Advertisement


Archives

Model This Week