Posted inଜାତୀୟ

ମାଆ ସାମ୍ନାରେ ଶିଶୁକୁ ଝାମ୍ପିନେଲା ବାଘ: ଚିକିତ୍ସାଧୀନ ଅବସ୍ଥାରେ ମୃତ

ମୁମ୍ବାଇ,୨୬।୧୦: ମୁମ୍ବାଇର ଆରେ କଲୋନିରେ ସୋମବାର ଏକ କଲରାପତରିଆ ବାଘ ଆକ୍ରମଣରେ ଜଣେ ୧୬ ମାସର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଇତିକା ଲୋଟ୍‌ ନାମ୍ନୀ ଶିଶୁଟି ତାଙ୍କ ମାଆଙ୍କ ସହ ମନ୍ଦିର ଯାଉଥିବା ବେଳେ ବାଘ ଆକ୍ରମଣରେ ଗୁରୁତର ହୋଇଥିଲେ। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଆକ୍ରମଣ ବେଳେ ଭୟଭୀତ ମାଆ ନୀରବ ଦର୍ଶକ ସାଜିଥିଲେ। ମାସକ ମଧ୍ୟରେ ଉକ୍ତ କଲରାପତରିଆ ବାଘ ୩ଥର ଆକ୍ରମଣ କଲାଣି ବୋଲି ସଞ୍ଜୟ ଗାନ୍ଧୀ ଜାତୀୟ ଉଦ୍ୟାନର ନିର୍ଦ୍ଦେଶକ ତଥା ମୁଖ୍ୟ ବନପାଳ ଜି. ମଲ୍ଲିକାର୍ଜୁନ କହିଛନ୍ତି। ୩ ସପ୍ତାହ ପୂର୍ବେ ଜଣେ ୯ ବର୍ଷର ବାଳକ ବାଘ ଆକ୍ରମଣରେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବରାଜ ସରକାର ଗାଦିରୁ ହଟିବ: କମଲ ନାଥ

ଭୋପାଳ,୨୩।୬: ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଏବଂ କଂଗ୍ରେସ ନିଜ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଏହି ଅବସରରେ ରାଜ୍ୟର ପୂର୍ବତନ କଂଗ୍ରେସ...

ଆଗକୁ ମାତ୍ର ୧୦ ଘଣ୍ଟାରେ ପହଞ୍ଚିହେବ ଦିଲ୍ଲୀରୁ ମୁମ୍ବାଇ

ନୂଆଦିଲ୍ଲୀ,୨୦।୬: ଆଗାମୀ ୪ ବର୍ଷ ମଧ୍ୟରେ ଭାରତୀୟ ରେଲଓ୍ବେ ରାଜଧାନୀ ଦିଲ୍ଲୀରୁ ମୁମ୍ବାଇ ଯାତ୍ରାକୁ ୫ ଘଣ୍ଟା କମ୍‌ କରିଦେବାକୁ ଚିନ୍ତା କରିଛି। ତେବେ ଦିଲ୍ଲୀରୁ...

ନଏଡାରେ ଆରମ୍ଭ ହେଲା ଫିଙ୍କ୍‌ ଟଏଲେଟ

ନଏଡା,୨।୮: ମହିଳାଙ୍କ ସୁବିଧା ପାଇଁ ଦିଲ୍ଲୀର ନଏଡାର ସେକ୍ଟର-୫୦ ସ୍ଥିତ ଏକ ମାର୍କେଟରେ ପିଙ୍କ ଟଏଲେଟ ଆରମ୍ଭ ହୋଇଛି। ଗୁରୁବାର ନଏଡା ପ୍ରଶାସନର ଅଧ୍ୟକ୍ଷ ଆଲୋକ...

ସଂସଦରେ ଅପମାନିତ ହୋଇଥିବା ଅଭିଯୋଗ ଆଣିଲେ ଖାର୍ଗେ

ନୂଆଦିଲ୍ଲୀ,୨୬।୭: ମଣିପୁର ପ୍ରସଙ୍ଗ ନେଇ ସଂସଦର ଉଭୟ ଗୃହରେ ବିରୋଧ ପ୍ରଦର୍ଶନ ଓ ହଟ୍ଟଗୋଳ ଦେଖିବାକୁ ମିଳୁଛି। ଏନେଇ ସଂସଦରେ ଅଚଳାବସ୍ଥା ଜାରି ରହିଛି। ତେବେ...

ଲୋକ ସଭାରେ ଆଧାର ବିଲ୍‌ ଆଗତ

ନୂଆଦିଲ୍ଲୀ,୨୫।୬(ପି.ଟି.)-ବ୍ୟାଙ୍କରେ ଆକାଉଣ୍ଟ ଖୋଲିବା ଓ ମୋବାଇଲ ସିମ୍‌ କାର୍ଡ ପାଇଁ ଆଧାରକୁ ସ୍ବେଚ୍ଛାକୃତ ଭାବେ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିବା ନିମନ୍ତେ ଏକ ବିଲ୍‌...

କମଳ ନାଥଙ୍କ ଫୋନ୍‌ ହ୍ୟାକ୍‌

ଭୋପାଳ,୧୩।୭:: କଂଗ୍ରେସର ମଧ୍ୟପ୍ରଦେଶ ୟୁନିଟ ସଭାପତି କମଲ ନାଥଙ୍କ ମୋବାଇଲ ଫୋନ ହ୍ୟାକ ହୋଇଯାଇଛି। ଦୁଇ ଜଣ ଠକ ତାଙ୍କ ଫୋନ୍‌ ହ୍ୟାକ୍‌ କରି ଦଳର...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ କାମ୍ୟା ପଞ୍ଜାବୀ

ଲକ୍ଷ୍ନୌ,୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ଯାତ୍ରା ୟୁପିରେ ବାଗପତରେ ପହଞ୍ଚିଛି। ଏଠାରେ ଟିଭି ଅଭିନେତ୍ରୀ କାମ୍ୟା ପଞ୍ଜାବୀ ଏହି ଯାତ୍ରାରେ...

ମୋ ବନ୍ଧୁଙ୍କୁ ଆଜି ବହୁତ୍‌ ମିସ୍‌ କରୁଛି: ମୋଦି

ନୂଆଦିଲ୍ଲୀ,୨୪।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି ବରିଷ୍ଠ ନେତା ଥିବା ଅରୁଣ ଜେଟଲୀଙ୍କ ସୋମବାର ପ୍ରଥମ ପୁଣ୍ୟତିଥି ପାଳନ କରାଯାଉଛି। ଏହି ଅବସରରେ...

Advertisement
Archives

Model This Week