ସୁଶାନ୍ତଙ୍କ ପରେ ଆତ୍ମହତ୍ୟା କଲେ ଏହି ଟିକ୍‌ଟିକ୍‌ ଷ୍ଟାର

ମୁମ୍ବାଇ: ଦିନକୁ ଦିନ ବଲିଉଡ୍‌ କଳାକାରଙ୍କ ଆତ୍ମହତ୍ୟା ତାଲିକା ଲମ୍ବି ଚାଲିଛି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଜଣେ ୧୬ ବର୍ଷର ଟିକ୍‌ଟକ୍‌ ଷ୍ଟାର ସିୟା କକ୍କର ଆତ୍ମହତ୍ୟା କରିଛନ୍ତି। ସିୟାଙ୍କ ମ୍ୟାନେଜର ଅର୍ଜୁନ ସରିନ୍‌ଙ୍କ କହିବା ଅନୁସାରେ, ମୃତ୍ୟୁ ପୂର୍ବରୁ ଏକ ଭିଡିଓ ଆଲ୍‌ବମ କରିବା ପାଇଁ ସିୟାଙ୍କ ସହିତ ସେ କଥା ହୋଇଥିଲେ। ସେତେବେଳେ ତାଙ୍କ ଠାରେ ସେମିତି କିଛି ଗତିବିଧି ପ୍ରକାଶ ପାଇ ନ ଥିଲା। ବିରଲ ଭୟାନି ସିୟାଙ୍କ ମୃତ୍ୟୁ ଖବର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସିୟା ଆତ୍ମହତ୍ୟା କରିବା ପୂର୍ବରୁ ବୁଧବାର ସନ୍ଧ୍ୟା ୪-୫ରେ ନିଜର ଏକ ଲାଟେଷ୍ଟ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ଯେଉଁଥିରେ ‘ବୋହମିୟା କେ ଶରାବୀ ତେରୀ’ ଗୀତରେ ଡ୍ୟାନ୍ସ କରୁଥିଲେ। ସିୟା ଏହି ଭିଡିଓକୁ ମୃତ୍ୟୁର ୫ ଦିନ ପୂର୍ବରୁ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପୋଟିଜମ୍‌କୁ ନେଇ ମୁହଁ ଖୋଲିଲେ ବେବୋ

ମୁମ୍ବାଇ: ବଲିଉଡ୍‌ ପାଇଁ ୨୦୨୦ ହେଉଛି ଏକ ଅଶୁଭ ବର୍ଷ। ଚଳିତବର୍ଷ ବଲିଉଡ୍‌ ବହୁ ଅଭିନେତା ଅଭିନେତ୍ରୀଙ୍କୁ ହରେଇଛି। ସମଗ୍ର ଦେଶରେ କୋଭିଡ୍‌ କଟକଣା ଯୋଗୁ...

‘ମେରେ ସାଇଁ’ର ଶୁଟିଂ ସେଟ୍‌ରେ ପହଞ୍ଚିଲା କରୋନା

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ପାଇଁ ଫିଲ୍ମଠାରୁ ଆରମ୍ଭକରି ଧାରାବାହିକର ପର୍ଯ୍ୟନ୍ତ ସବୁ ଶୁଟିଂ ବନ୍ଦ ରହିଥିଲା। ଏବେ ଧୀରେ ଧୀରେ ଶୁଟିଂ ଆରମ୍ଭ...

ଭାଇରାଲ ହେଉଛି କରିନାଙ୍କ ରେସ୍ତୋରାଁ ଫଟୋ

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁ ଶୁକ୍ରବାର ଇନଷ୍ଟାଗ୍ରାମରେ ଯେଉଁ ଫଟୋ ପୋଷ୍ଟ କରିଛନ୍ତି ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରୁ...

ସଲମାନଙ୍କ ସହ ‘ସ୍ଲୋ ମୋଶନ’ ଗୀତରେ ଦିଶା ପଟାନୀଙ୍କ ଲୁକ୍‌କୁ ନେଇ ବଢ଼ୁଛି ବିବାଦ

ମୁମ୍ବାଇ,୨୯।୪: ସଲମାନ ଖଁ।ଙ୍କ ଅପ୍‌ କମିଂ ଫିଲ୍ମ ଭାରତର ‘ସ୍ଲୋ ମୋଶନ’ ଗୀତକୁ ନେଇ ବିବାଦ ଦେଖାଦେଇଛି। ଏହି ଗୀତରେ ଦବଙ୍ଗ ସଲମାନଙ୍କ ସହ ଦିଶା...

ବିବାହ ବନ୍ଧନରେ ରାକ୍ଷୀ

ମୁମ୍ବାଇ: ନିଜର ମନ୍ତବ୍ୟକୁ ନେଇ ସର୍ବଦା ବିବାଦ ଘେରକୁ ଆସୁଥିବା ରାକ୍ଷୀ ସାଓ୍ବନ୍ତ ବିବାହ କରିଛନ୍ତି। ଏନ୍‌ଆର୍‌ଆଇ ରିତେଶଙ୍କୁ ସେ ବିବାହ କରିସାରିଥିବା ନିକଟରେ ସ୍ବିକାର...

ଉପରାଷ୍ଟ୍ରପତି ଦେଖିଲେ ‘ବାଟଲା ହାଉସ୍‌’ର ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ,୪।୮: ବଲିଉଡ୍‌ ଅଭିନେତା ଜନ୍‌ ଆବ୍ରାହମଙ୍କ ଅଭିନୀତ ଦେଶଭକ୍ତିର ଫିଲ୍ମ ‘ବାଟଲା ହାଉସ’ର ସ୍ପେଶାଲ ସ୍କ୍ରିନିଂ ଶନିବାର ଦିଲ୍ଲୀଠାରେ କରାଯାଇଛି। ଅଗଷ୍ଟ ୧୫ରେ ଏହା ରିଲିଜ୍‌...

କୁମାୟୁନ୍‌ ସଂସ୍କୃତି ଉପରେ ୩୦୦ରୁ ଅଧିକ ଟିକ୍‌ଟକ୍‌ ଭିଡ଼ିଓ କରିଛନ୍ତି ଛାତ୍ରୀ: ୧୦ ଭିଡ଼ିଓକୁ ଦେଖା ସରିଲାଣି ୧ ନିୟୁତରୁ ଅଧିକ ଥର

ନୂଆଦିଲ୍ଲୀ,୪।୩: ଉତ୍ତରାଖଣ୍ଡ ପିଥୋରାଗଡ଼ର ନାପଡ଼ ଗାଁର ଜଣେ ପୋଷ୍ଟ ଗ୍ରାଜୁଏଟ୍‌ ଛାତ୍ରୀ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ...

ମୁନାଭାଇଙ୍କ ସହ ଅଭିନୟ ଥିଲା ଏକ ଭିନ୍ନ ଅନୁଭବ

ପୁଚୁକି ଗାଲି ଗୀତରେ ପିଲା ବେଳେ ମୁଁ ଅନେକ ଡ୍ୟାନ୍ସ କରିଛି। ଛୋଟ ବେଳୁ ଏମିତି କିଛି ଗୀତ ଦେଖିଦେଖି ହିରୋ ହେବାର ନିଶା ମୋ...

Coronavirus Update


Archives

Model This Week

Why Dharitri