Posted inଜାତୀୟ

ସିଟ୍‌ ବେଲ୍ଟ ନ ବାନ୍ଧି ଦୁର୍ଘଟଣାରେ ୧୬,୩୯୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯ା୧୨: ୨୦୨୧ ବର୍ଷରେ ହୋଇଥିବା ସଡ଼କ ଦୁର୍ଘଟଣାରେ ସିଟ୍‌ ବେଲ୍ଟ ନ ବାନ୍ଧିବା କାରଣରୁ ୧୬,୩୯୭ ଜଣଙ୍କ ଜୀବନ ଯାଇଥିବା ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ରିପୋର୍ଟରୁ ଜଣାପଡ଼ିଛି। ମୃତକଙ୍କ ମଧ୍ୟରୁ ୮,୪୩୮ ଜଣ ଡ୍ରାଇଭର ହୋଇଥିବାବେଳେ ଅବଶିଷ୍ଟ ୭,୯୫୯ ଜଣ ଯାତ୍ରୀ। ‘ଭାରତରେ ସଡ଼କ ଦୁର୍ଘଟଣା-୨୦୨୧’ ରିପୋର୍ଟ ଅନୁଯାୟୀ ହେଲ୍‌ମେଟ୍‌ ନ ପିନ୍ଧିବା କାରଣରୁ ଦୁର୍ଘଟଣାରେ ୪୬,୫୯୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୩୨,୮୭୭ ଜଣ ଗାଡ଼ି ଚାଳକ ହୋଇଥିବାବେଳେ ୧୩,୭୧୬ ଜଣ ପଛ ସିଟ୍‌ରେ ବସିଥିବା ଯାତ୍ରୀ। ଗତବର୍ଷ ମୋଟ ୪,୧୨,୪୩୨ ସଡ଼କ ଦୁର୍ଘଟଣାରେ ମୋଟ ୧,୫୩,୯୭୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩,୮୪,୪୪୮ ଜଣ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ ହେଲ୍‌ମେଟ ନ ପିନ୍ଧିବା କାରଣରୁ ୯୩,୭୬୩ ଜଣ ଏବଂ ସିଟ୍‌ ବେଲ୍ଟ ନ ବାନ୍ଧିବାରୁ ୩୯,୨୩୧ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri