ଚଳିତ ବର୍ଷ ମୋଟ୍‌ ୪୨ ଲକ୍ଷ ଭୋଟର ଦେବେ ଭୋଟ, ପ୍ରତିଟି ବଥ୍‌ରେ ୨ଟି ଲେଖାଏ ଇଭିଏମ

ଭୁବନେଶ୍ୱର,୭।୩(ବ୍ୟୁରୋ): ଏଥର ୧୮୯୯ଟି ୱାର୍ଡରେ ହେବ ପୌର ନିର୍ବାଚନ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି।
ସେ  କହିଛନ୍ତି ଯେ, ଚଳିତ ବର୍ଷ ମୋଟ୍‌ ୪୨ ଲକ୍ଷ ଭୋଟର ଭୋଟ ଦେବେ । ସୋମବାର ଦିନ ୩ଟା ସୁଦ୍ଧା ନାମାଙ୍କନ ଦାଖଲର ଶେଷ ସମୟ ରହିଛି । ଏହା ପରେ ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ଯାଞ୍ଚ , ୧୪ ସୁଦ୍ଧା ପ୍ରାର୍ଥୀପତ୍ର ପତ୍ୟାହର । ପରେ ଚୂଡ଼ାନ୍ତ ପ୍ରାର୍ଥୀଙ୍କ ନାମ ପ୍ରକାଶ ପାଇବ । ଏଥର ମତଦାନ ଇଭିଏମ୍‌ରେ କରାଯିବ । ପ୍ରତିଟି ବଥ୍‌ରେ ୨ଟି ଲେଖାଏ ଇଭିଏମ ରଖାଯିବ । ଗୋଟିଏ କାଉନ୍ସିଲର ରହିବାକୁ ଥିବା ବେଳେ ଆଉ ଗୋଟିଏ ମେୟରଙ୍କ ପାଇଁ ରହିବ । ଏଥିପାଇଁ ପାଇଁ ୩ଟି ଷ୍ଟ୍ରଙ୍ଗରୁମ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri