ଗୁପ୍ତେଶ୍ୱର ଦର୍ଶନ ପାଇଁ ଯାଉଥିବା ବେଳେ ଘାଟିରେ ଓଲଟିଲା ଟୁରିଷ୍ଟ ବସ୍‌: ୩ ମୃତ,୨୦ ଆହତ 

କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୈପାରୀଗୁଡା ନିକଟ ସୁକୁନାଳ ନିକଟରେ ଏକ ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱରକୁ ଦର୍ଶନ କରିବା ପାଇଁ କଟକ ନିଆଳିରୁ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଏକ ଟୁରିଷ୍ଟ ବସ୍‌ରେ ଯାଉଥିବା ବେଳେ ସୁକୁନାଳ ନିକଟରେ ବସ୍‌ଟି ଭାରସ୍ୟାମ ହରାଇ ରାସ୍ତାକୁ ଓଲଟିପଡିଥିଲା । ଯାହା ଫଳରେ ୩ ଜଣଙ୍କ ମତ୍ୟୁ ହୋଇଥିବାବେଳେ ୨୦ରୁ ଊଦ୍ଧର୍‌ବ ଯାତ୍ରୀ ଆହତ ହୋଇଛନ୍ତି। ମୃତଳ ମଧ୍ୟରେ ୨ ଜଣ ବୟସ୍କ ଓ ଜଣେ ଶିଶୁ ଅଛନ୍ତି।
ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରି ବୈପାରୀଗୁଡା ମେଡିକାଲରେ ଭର୍ତ୍ତି କରିଛି। ତେବେ ମୃତ୍ୟୁନେଇ ପୋଲିସ ପକ୍ଷରୁ କୌଣସି ସୂଚନା ମିଳିପାରିନାହିଁ। ବର୍ତ୍ତମାନ ଗୁରୁତର ଓ ଆହତ ବୈପାରୀଗୁଡା ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri