ଭାସିଗଲା ମାଛ ବୋଝେଇ ଟ୍ରାକ୍ଟର

ବାଲେଶ୍ୱର ଅଫିସ,୧୮ ।୯: ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର-ହଳଦୀପଦା ରାସ୍ତାର ଚିରକୁଣି ଚଟାଣରେ ଶୁକ୍ରବାର ବନ୍ୟାଜଳ ସ୍ରୋତରେ ଏକ ମାଛ ବୋଝେଇ ଟ୍ରାକ୍ଟର ଭାସିଯାଇଛି । ଛାନୁଆ ଗ୍ରାମର ବଳରାମ ସାହୁଙ୍କ ଟ୍ରାକ୍ଟରରେ ମୁହାଣରୁ ପ୍ରାୟ ୫ଲକ୍ଷ ଟଙ୍କାର ମାଛ ବୋଝେଇ ହୋଇ ଆସୁଥିଲା। ଚିରକୁଣି ଚଟାଣ ଅତିକ୍ରମ କରୁଥିବା ବେଳେ ବନ୍ୟା ସ୍ରୋତରେ ଟ୍ରାକ୍ଟରଟି ଭାସିଯାଇଥିଲା । ଫଳରେ ଡ୍ରାଇଭର ଓ ହେଲ୍ପର ଭାସିଯାଇ ଦୀର୍ଘସମୟ ଧରି ନିଖୋଜ ଥିଲେ। ଉଭୟଙ୍କୁ ପଞ୍ଚୁପଡା ନଦୀପାର୍ଶ୍ୱରୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ । ଜଳକା ଓ ବୁଢାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ଯୋଗୁ ସଦର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖା ଦେଇଥିଲା । ବନ୍ୟାସ୍ରୋତରେ ଭାସିଯାଉଥିବା ଟ୍ରାକ୍ଟରର ଦୃଶ୍ୟକୁ ଚଟାଣଠାରେ ଉପସ୍ଥିତ ଜନୈକ ଯୁବକ ମୋବାଇଲରେ ଉତ୍ତୋଳନ କରି ସୋସିଆଲ ମିଡିଆରେ ଭାଇରାଲ କରି ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀର ୫୨୭ ଘର ଭଗ୍ନ ଅବସ୍ଥାରେ, ଆବାସ ଯୋଜନାରେ ସାମିଲ ଦାବି

ଛତ୍ରପୁର,୨୨ା୬(ଡି.ଏନ.ଏ)- ୧୯୯୯ ମସିହା ମହାବାତ୍ୟା ପରେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ଗରୀବ ଓ ଗୃହହୀନମାନଙ୍କ ପାଇଁ ଘର ନିର୍ମାଣ କରି ଦିଆଯାଇଥିଲା ା ଭାରତ...

‘ଠିକଣା ବେଳେ ଜବାବ ଦେବୁ’

ନବରଙ୍ଗପୁର,୧୩।୩(ବି.ପ୍ର.): ନିର୍ବାଚନ ଆସିଲେ ନେତା ଦେଇଥାନ୍ତି ପ୍ରତିଶ୍ରୁତି। ଜିତିଲା ପରେ ପୁଣି ତାହାକୁ ଭୁଲିଯାଆନ୍ତି। ସାହି ସମସ୍ୟା ଯୋଉଁଠି ଥିଲା ସେଇଠି। ତେଣୁ ଏଥର ଠିକଣାବେଳେ ଉଚିତ...

ଆମ୍ବବାଗାନ ଅଞ୍ଚଳରୁ ଚୋରି: ଘର ତାଲା ଭାଙ୍ଗି ଟଙ୍କା, ମୋବାଇଲ ନେଇଗଲେ, ପୋଲିସର ତଦନ୍ତ ଆରମ୍ଭ

ଯୋଡ଼ା,୨୯।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ୨ ନଂ ଓ୍ବାର୍ଡ ଆମ୍ବବାଗାନ ଅଞ୍ଚଳର ରୁଦ୍ର ନାରାୟଣ ପ୍ରଧାନଙ୍କ ଘରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି।...

ଲଗାଣବର୍ଷାରେ ଧୋଇଗଲା ଆପ୍ରୋଚ ରୋଡ୍‌ : ୧୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ମୁନିଗୁଡ଼ା,୬।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲାରେ ଗତ ଦୁଇଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତର ଭାନପୁର ଗ୍ରାମ ନିକଟରେ...

କମେଣ୍ଟମରାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ୨ ଗିରଫ

ଯାଜପୁରଟାଉନ, ୧୭ା୬(ଡି.ଏନ୍‌.ଏ.): ଯାଜପୁରସହର ନିକଟସ୍ଥ ଚିତାଳୋ ଛକରେ କମେଣ୍ଟ ମରା ଘଟଣାକୁ କେନ୍ଦ୍ରକରି ଶନିବାର ରାତିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ...

ନକଲି ଜର୍ଦ୍ଦା କାରଖାନା ଠାବ: ୩ ଅଟକ

ଛତିଆ,୨ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ନେଳିଆ ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସତନ୍ତ୍ର ସ୍କ୍ବାଡ ପୋଲିସ ଏକାଧିକ ସ୍ଥାନରେ ଚଢ଼ାଉ...

ଅବେବସ୍‌ତା ଘେରରେ ଅଙ୍ଗନଓ୍ବାଡି କେନ୍ଦ୍ର:ପୁଷ୍ଟିକର ଖାଏଦ୍‌ରୁ ବଁଚିତ୍‌ ଛାତ୍ରୀଛାତ୍ର

ଦେଓଗାଁ,୧୫।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗଁ। ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଏହେଦେ ଦୁହୁଲିପଡ଼ିଛେ। ସିଡିପିଓ ପ୍ରତିମାରାଣୀ ଚୋପଦାର ମାସକେତେ ହେଲା ଦେଓଗଁ। ଆର ସଇଁତଲା...

ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲ ଗଲେ ରଘୁମଣି

ଜୁନାଗଡ,୧୭।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ (୪୨)ଙ୍କ ଚିକିତ୍ସା ପାଇଁ ଜୁନାଗଡ ବିଧାୟକ ତଥା ରାଜ୍ୟ ସରକାରଙ୍କ ଶକ୍ତି, ଶିଳ୍ପ,...

Advertisement
Archives

Model This Week