ଧାନ ବୋଝେଇ ଟ୍ରାକ୍ଟରରେ ଲାଗିଲା ନିଆଁ

କପ୍ତିପଦା,୧ା୧୨(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅନ୍ତର୍ଗତ ବିଶୋଳ ଛକରେ ଏକ ଧାନ ବୋଝେଇ ଟ୍ରାକ୍ଟରରେ ସୋମବାର ନିଆଁ ଲାଗି ଯାଇଥିଲା। ବିଶୋଳ ଗ୍ରାମର ଅଞ୍ଜନ ବେହେରା ବିଲରୁ ଧାନ କଳେଇ ବୋଝେଇ କରି ଆସୁଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ସେଥିରେ ନିଆଁ ଲାଗି ଯାଇଥିଲା। ଖବରପାଇ କପ୍ତିପଦା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କବଜାରେ ଶର୍ମିଷ୍ଠାଙ୍କ ଭାଇ

ଚାନ୍ଦବାଲି,୨୨।୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ କୁହାଯାଉଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ଭାଇ ପରମେଶ୍ବର ଗିରଫ ହୋଇଛନ୍ତି। ଚାନ୍ଦବାଲି ପୋଲିସ ପରମେଶ୍ବରଙ୍କୁ ଗିରଫ କରିଛି...

କୃଷି ପରିବେଶକୁ ଧ୍ୱଂସ କରୁଛି କର୍ପୋରେଟ୍‌ ଶୈଳ୍ପିକ କୃଷି

ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ଗ୍ରୀନ୍‌ପିସ୍‌ ଇଣ୍ଡିଆ ଦ୍ୱାରା ମହିଳା ଶ୍ରମଜୀବୀ ମଞ୍ଚ, ଓଡ଼ିଶା ଏବଂ ଓଡ଼ିଶା ଶ୍ରମଜୀବୀ ମଞ୍ଚ ସହଯୋଗରେ ମାଟି ସ୍ବାସ୍ଥ୍ୟର ସ୍ଥିତି ଏବଂ ଓଡ଼ିଶାରେ କୃଷିର...

ବୁଲେଟ୍‌ ଧକ୍କାରେ କାଉଡ଼ିଆ ଗୁରୁତର

ଫୁଲନଖରା,୨୮।୭(ଡି.ଏନ୍‌.ଏ.)- କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥର ବମ୍ପକୁଦଠାରେ ଶନିବାର ରାତିରେ ଏକ ବୁଲେଟ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଖବରପାଇ ଟ୍ରାଫିକ ଥାନା ପୋଲିସ...

୧ କୋଟିରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର,୨୭।୭(ବ୍ୟୁରୋ): ପୁଣି କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଶେଖ୍‌ ମେଜୁ । ଏ...

୧୨ ଜିଲାରେ ୧୪୭ ଟିମ୍‌ ମୁତୟନ: ‘ଅମ୍ଫନ୍‌’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ

କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ...

ଆଜି ପ୍ରଥମ ପର୍ଯ୍ୟାୟ ସମବାୟ ସମିତି ନିର୍ବାଚନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରାଥମିକ ସମବାୟ ସମିତି(ପ୍ୟାକ୍ସ)ର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ମୋଟ ୩,୨୫୨ ପ୍ରାଥମିକ ସମବାୟ ସମିତିରୁ ୨,୫୨୧ ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ...

ଅଧ୍ୟାପକଙ୍କୁ କରୋନା: ୩ ଦିନ କଲେଜ ବନ୍ଦ

ବୁଗୁଡ଼ା,୩ା୪: ବୁଗୁଡ଼ା ବ୍ଲକ ବାଲିପଦର ଆଞ୍ଚଳିକ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ମହାବିଦ୍ୟାଳୟକୁ ଶନିବାରଠାରୁ ୩ ଦିନ ପାଇଁ ବନ୍ଦ...

ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ

ପୁରୀ ଅଫିସ,୬ା୯: ସେବାୟତ ପରିବାରର ପିଲାଙ୍କ ପାଇଁ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ ଯୋଜନା କରାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଏହାର କାମ ଆରମ୍ଭ କରାଯାଇ ନାହିଁ।...

Advertisement
Archives

Model This Week