ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍‌ରେ…

ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ ବାଇକକୁ ଧକ୍କା ଦେବା ଫଳରେ ବାଇକରେ ଥିବା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଲୁଣିଖାଇ ଗାଁର ଯୋଗେନ୍ଦ୍ର ଦେଓଗାମ। ସେହିଭଳି ବିରବଳ ଗାଁର ଯଦୁ ହୋ ଗୁରୁତର ଆହତ ହୋଇଛନ୍ତି। ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ହେବାରୁ ଅନନ୍ଦପୁର ଆଇଆଇସି ଫଣୀନ୍ଦ୍ର ନାଏକଙ୍କ ନେତୃତ୍ୱରେ ପୋଲିସ ଭ୍ୟାନ୍‌ରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଆନନ୍ଦପୁର ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଘଟଣା ସମ୍ପର୍କରେ ଆଇଆଇସି ନାଏକ ତଦନ୍ତ ଆରମ୍ଭ କରିଥିବା ସହ ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ଖୋଜାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri