ମୂଷା ପାଇଁ ବସିଥିଲା ଯନ୍ତା, ପଡ଼ିଲା ବିରାଟ ନାଗ, ସୁ ସୁ ଗର୍ଜନ ଶୁଣି…

ଭୁବନେଶ୍ୱର,୨୫ା୨: ମୂଷା ଯନ୍ତାରେ ପଡ଼ିଛି ଏକ ବିରାଟ ନାଗ ସାପ। ଭୁବନେଶ୍ୱର ଶୈଳଶ୍ରୀ ବିହାର ଏଚ୍‌ଆଇଜି-୧୧୬ ଘରେ ରହୁଥିବା ସୋମ ପଟେଲଙ୍କ ଘରେ ମୂଷା ଧରିବା ପାଇଁ ଏକ ଯନ୍ତା ବସାଯାଇଥିଲା। ବୁଧବାର ସକାଳୁ ଯନ୍ତା ଭିତରେ ସୁ ସୁ ଗର୍ଜନ ଶୁଣି ଯାଇ ଘର ଲୋକେ ଦେଖିବା ବେଳକୁ ଏହା ଭିତରେ ଏକ ବିରାଟ ନାଗ ସାପ ପଡ଼ିଛି। ପରିବାର ଲୋକେ ଭୟଭୀତ ହୋଇଯିବା ସହ ସ୍ନେକ୍‌ ହେଲ୍ପ ଲାଇନ୍‌କୁ କଲ୍‌ କରିଥିଲେ। ସ୍ନେକ୍‌ ହେଲ୍ପଲାଇନ୍‌ର କର୍ମଚାରୀ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଧରିଥିଲେ। ଏହା ପରେ ସାପଟିକୁ ନେଇ ଜଙ୍ଗଲରେ ଛାଡ଼ିଦିଆଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିକି

ବଲିଉଡର ଚର୍ଚ୍ଚିତ କପଲ୍‌ଙ୍କ ମଧ୍ୟରୁ କ୍ୟାଟ୍ରିନା କୈଫ ଏବଂ ବିକି କୌଶଳ ଅନ୍ୟତମ। ଉଭୟ ଆଜିକାଲି ପୁଅ ବିହାନ ସହ ସମୟ ବିତାଉଛନ୍ତି। ନିକଟରେ ବିକି ପିତା…

ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

କେନ୍ଦ୍ରାପଡ଼ା,୨୫ା୨: କେନ୍ଦ୍ରାପଡ଼ା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ବିଗତ କିଛି ବର୍ଷ ଧରି ରଥର ୧୪ଟି…

୩୦ହଜାର ଟଙ୍କା ଦରମାରେ କାର୍‌ କିଣିବା ସହଜ! ଜାଣନ୍ତୁ ସ୍ମାର୍ଟ ଟ୍ରିକ୍‌

ନୂଆଦିଲ୍ଲୀ,୨୫।୨: ଆଜିକାଲି, ମାସକୁ 30,000 ରୋଜଗାର କରୁଥିବା ଅନେକ ଲୋକଙ୍କ ପାଖରେ ଏକ କାର ଅଛି। କାର ସହିତ ଯାତ୍ରା କରିବା ସହଜ କରିଥାଏ, ସମୟ ସଞ୍ଚୟ…

ଅନ୍ୟ ନାଁରେ ଆକାଉଣ୍ଟ ଖୋଲି କରିଥିଲେ ୭ କୋଟି ଠକେଇ: ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ,୨୫।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଅପରେଶନ କବଚରେ ବୁଧବାର ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ମୂଳ ବାସିନ୍ଦା ତଥା ବର୍ତ୍ତମାନ…

ଇସ୍ରାଏଲରେ ମୋଦି ପହଞ୍ଚିବା ପୂର୍ୱରୁ ଯୁଦ୍ଧ ବିମାନ ମୁତୟନ କଲା ଆମେରିକା, ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ଇସ୍ରାଏଲ ଗସ୍ତ ସମୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ପଦକ୍ଷେପ ନେଇ ପ୍ରଥମ ଥର ପାଇଁ ଇସ୍ରାଏଲରେ ଏହାର…

ମଧ୍ୟାହ୍ନଭୋଜନ ରାନ୍ଧିଲେ ଗ୍ରାମବାସୀ 

ମୋରଡ଼ା,୨୫ା୨(ସ୍ମାରକ ମାଜୀ):  ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ସରାଶୋଳ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଦେଖାଦେଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।…

ଯୁବତୀଙ୍କୁ ବଳାତ୍କାର ପରେ ଛାତରୁ ଠେଲି ହତ୍ୟା, ଉଲଗ୍ନ ଅବସ୍ଥାରେ ମୃତଦେହ ଉଦ୍ଧାର, ପର୍ଦ୍ଦାଫାଶ କଲା ପୋଲିସ

ପାରାଦୀପ,୨୫।୨(ଶରତ ରାଉତ): ପାରାଦୀପ ତାରିଣୀଗଡା ଅଞ୍ଚଳର ବହୁଚର୍ଚ୍ଚିତ ମହିଳା ମୃତ୍ୟୁ ଘଟଣାରେ ପୋଲିସକୁ ଅନେକ ସୂଚନା ମିଳିଛି। ମୃତକାଙ୍କ ପରିଚୟ ମିଳିବା ସହ ବଳାତ୍କାର ପରେ ଛାତରୁ…

ରାଜ୍ୟରେ ଆରମ୍ଭ ହେବ e-Bike ଦିଦି ଯୋଜନା, ମୋଟାଅଙ୍କର ଟଙ୍କା କମାଇବେ ମହିଳା

ନୂଆଦିଲ୍ଲୀ,୨୫।୨:ମହିଳାଙ୍କ ସୁରକ୍ଷା, ନିଯୁକ୍ତି ଏବଂ ପରିବେଶକୁ ଧ୍ୟାନରେ ରଖି, ସରକାର ଖୁବ ଶୀଘ୍ର ଇ-ବାଇକ ଦିଦି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନାର ଲକ୍ଷ୍ୟ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri