ଗଛ ପଡ଼ି ଜଣଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୫(ସ୍ବ.ପ୍ର.): ଘଷିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମରେ ବୁଧବାର ସକାଳେ ୟାସ ପ୍ରଭାବରେ ଏକ ବରଗଛ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ସେ ଦୋକାନ ଯାଉଥିବା ସମୟରେ ଏଭଳି ଅଘଟଣ ଘଟଥିବା କୁହାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ନାଏକ । ସେ ପଞ୍ଚପଲ୍ଲୀ ଗ୍ରାମର ତଳସାହିର ବାସିନ୍ଦା ବୋଲି ଜଣାପଡ଼ିଛି। ଏହାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବାତ୍ୟା ସମୟରେ ପଦାକୁ ନ ବାହାରିବାକୁ ପ୍ରଶାସନ ପକ୍ଷରୁ ବାରମ୍ବାର ନିବେଦନ କରାଯାଉଛି। ତଥାପି ଏଭଳି ଅଘଟଣ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଓଡ଼ିଶା ବନ୍ଦ: ପଦ୍ମପୁରବାସୀଙ୍କ ସମର୍ଥନ

ପଦ୍ମପୁର/ବରଗଡ଼ ଅଫିସ,୫।୨(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ପଦ୍ମପୁରବାସୀ ମଧ୍ୟ...

ପାଚେରି ଡେଇଁ ୪ ପ୍ରବାସୀ ମାରିଲେ ଚମ୍ପଟ

ପଦ୍ମପୁର,୧୯।୫:(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଳକର ଲକ୍ଷ୍ମୀ ଦାସପୁର ସଂଗରୋଧ କେନ୍ଦ୍ରର ପ୍ରବାସୀ ରହୁଥିଲେ। ତେବେ ପାଚେରି ଡେଇଁ ୪ ଜଣ ଆନ୍ଧ୍ର ଫେରନ୍ତା ଚମ୍ପଟ...

ଟ୍ରେନ୍‌ ଧକ୍କାରେ ଦନ୍ତା ଗୁରୁତର

କେନ୍ଦୁଝର,୮।୫: କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଶଗଡ଼ପଟା ଗ୍ରାମ ନିକଟରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଏକ ଦନ୍ତା ହାତୀ ଗୁରୁତର ଆହତ ହୋଇଛି। ହାତୀର ଆଗ...

ଗଞ୍ଜାମ ଜିଲା ଚିଠି: ପଛକୁ ଦେଖ

ଗତ ଏକ ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ରେ ଅମଲାତନ୍ତ୍ର ଶାସନ ଚାଲିଛି। ୨୦୧୮ ସେପ୍ଟେମ୍ବର ୩୦ରେ ରାଜ୍ୟବ୍ୟାପୀ ସମସ୍ତ ପୌରସଂସ୍ଥାକୁ ରାଜ୍ୟ ସରକାର ଭାଙ୍ଗିଦେଇଥିଲେ...

କାଠ ଫାଳିଆରେ ପୁଅକୁ ପିଟି ହତ୍ୟା ଘଟଣା: ଜେଲ ଗଲେ ବାପା

ଶେରଗଡ,୨୯ା୧୦(ଡି.ଏନ.ଏ.)- ଶେରଗଡ ବ୍ଲକ କେରିକେରି ଝୋଳା ଗ୍ରାମରେ ମଙ୍ଗଳବାର ରାତିରେ ବାପା ଶିବ ଗୌଡ ତାଙ୍କ ପୁଅ ପିଣ୍ଟୁଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିଲେ।...

ଋଷିକୂଲ୍ୟା ଶଯ୍ୟାରେ ମଙ୍ଗୋଲିଆ ପକ୍ଷୀ

ଗଞ୍ଜାମ,୨୧ା୧(ଡି.ଏନ୍‌.ଏ.): ଗଞ୍ଜାମ ସହର ପୋତାଗଡ଼ ନିକଟସ୍ଥ ଋଷିକୂଲ୍ୟା ନଦୀ ବାଲୁକା ଶଯ୍ୟାରେ ଗତ କିଛିଦିନ ହେବ ଶହଶହ ମଙ୍ଗୋଲିଆ ପକ୍ଷୀ ଦେଖିବାକୁ ମିଳୁଛି। ହିମାଳୟଠାରେ ଅତ୍ୟଧିକ...

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

କୋରାପୁଟ, ୬ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଶନିବାର ମେଡିକାଲରେ ବହୁ...

ରାଜ୍ୟ ବାହାର ଲୋକଙ୍କୁ ଖାଇବାକୁ ଦେଇ ସଙ୍ଗରୋଧ କେନ୍ଦ୍ରକୁ ଗଲେ ହୋଟେଲ ମାଲିକ

ବୌଦ୍ଧ,୧୯ା୫(ସ୍ବ.ପ୍ର.)- ବାହାର ରାଜ୍ୟର କେତେଜଣ ବ୍ୟକ୍ତିଙ୍କୁ ହୋଟେଲରେ ବସାଇ ଖାଇବାକୂୁ ଦେବାରୁ ବୌଦ୍ଧ ସହରର ଏକ ହୋଟେଲ ମାଲିକ ଓ ତାଙ୍କ ଭାଇଙ୍କୁ ସଙ୍ଗରୋଧ କେନ୍ଦ୍ରକୁ...

Advertisement
Archives

Model This Week