ଜଳିଗଲା ମଦ ବୋଝେଇ ଟ୍ରକ

ଅନୁଗୋଳ,୧୮।୮: ଅନୁଗୋଳ ଜରପଡ଼ାସ୍ଥିତ ବିଦେଶୀ ମଦ ଗୋଦାମ ପାଖରେ ରବିବାର
ଦୁଇଟି ବିଦେଶୀ ମଦ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଗୋଦାମରେ ଖାଲି କରିବା ପାଇଁ ଟ୍ରକ ଦୁଇଟି ଠିଆ ହୋଇଥିଲା। ସେତିକିବେଳେ କୌଣସି କାରଣରୁ ଦୁଇଟି ଟ୍ରକରେ ନିଆଁ ଲାଗିଯାଇଥିଲା। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାକାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଟ୍ରକ୍‌ରେ ନିଆଁ ଲାଗିବାରୁ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ଅନ୍ୟପକ୍ଷେ ନିଆଁ ଲାଗିବାର ସ୍ପଷ୍ଟ କାରଣ ଜଣାପଡ଼ିନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

‘୧୫୨-୧୧୦ ଆସନରେ ଜିତିବ ଭାଜପା, ବହୁମତ ସହ ଆମେ ଗଢିବୁ ସରକାର’, ଫଳାଫଳ ପୂର୍ବରୁ ବଡ଼ ଦାବି କଲେ ଶାହା

ନୂଆଦିଲ୍ଲୀ,୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ପରିବେଶ ଧୀରେ ଧୀରେ ତୀବ୍ର ହେବାରେ ଲାଗିଛି। ପ୍ରଥମ ପର୍ଯ୍ୟାୟରେ ରେକର୍ଡ ଭୋଟରଙ୍କ ହାର ନିର୍ବାଚନୀ ପ୍ରତିଯୋଗିତାକୁ ଆହୁରି…

ହାର ମାନିଲା ଇରାନ, ଏବେ ଶେଷ ହେବ ଯୁଦ୍ଧ? ୧୪ ସୂତ୍ରୀ ଯୋଜନାରେ ଏମିତି କ’ଣ ଅଛି ଯାହାକୁ ଦେଖି ଖୁସି ହୋଇଗଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ,୩।୫: ଫେବୃଆରୀ 2026 ରେ ଆରମ୍ଭ ହୋଇଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ସମଗ୍ର ପଶ୍ଚିମ ଏସିଆ ଅଞ୍ଚଳକୁ ଥରାଇ ଦେଇଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣର ଜବାବରେ, ଇରାନ…

ଚାଷୀଙ୍କୁ ଧାନ ଟଙ୍କା ନ ଦେବାରୁ ଗାଡ଼ି ଅଟକାଇଲେ ଚାଷୀ

ଆନନ୍ଦପୁର,୩ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବଳଦୁଆଁ ଗ୍ରାମର ଚାଷୀଙ୍କଠାରୁ ଧାନ ନେଇ ପଳାଇଯାଇଥିଲା। ୩ ମାସ ପରେ ଗାଡ଼ିକୁ ପାଇ ଅଟକାଇଛନ୍ତ ଚାଷୀ।…

କ୍ଷୀର ଦାମ୍‌ ବଢ଼ିଲା, ଲିଟର ପ୍ରତି ଏକାଥରକେ ବଢ଼ିଲା…

ଭୁବନେଶ୍ୱର,୩ା୫: ଓଡ଼ିଶାରେ କ୍ଷୀର ଦାମ୍‌ ବୃଦ୍ଧି ହୋଇଛି। ଟୋନ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି କରିଛି ଓମ୍‌ଫେଡ୍‌। ତେବେ ୫୦ ଟଙ୍କାରୁ ବୃଦ୍ଧି ପାଇ…

ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩…

ମମତାଙ୍କ ଉପରେ ଶନି-ମଙ୍ଗଳ ଭାରୀ; କେତୁ ନେବେ ନିର୍ଣ୍ଣାୟକ ଭୂମିକା! ଜିତିବେ ନା ହାରିବେ ଦିଦି? ଜାଣନ୍ତୁ କ’ଣ କହୁଛି ଭବିଷ୍ୟବାଣୀ

କୋଲକାତା,୩।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ୪ ମଇରେ ଘୋଷଣା ହେବାକୁ ଯାଉଛି। ଏଥର ନିର୍ବାଚନ ଫଳାଫଳ ମମତା ବାନାର୍ଜୀ ଏବଂ ତାଙ୍କ ଦଳ,…

ବରଗଡ଼ ଜିଲା ମାଟ୍ରିକ୍‌ ଫଳ: କମିଛି ପାସ୍‌ ହାର, ବଢ଼ିଛି A-1 ଗ୍ରେଡ୍‌

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଗତବର୍ଷ ଏବଂ ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳକୁ ତୁଳନା କଲେ ସମାନ ଦିନରେ ପରୀକ୍ଷାଫଳ ପ୍ରକାଶ ପାଇଛି। କିନ୍ତୁ ଏଥର ପରୀକ୍ଷାଫଳ ଗତବର୍ଷ ପରୀକ୍ଷା ଫଳ…

ଦିଲ୍ଲୀର ବିବେକ ବିହାରରେ ୪ ମହଲା କୋଠାରେ ଅଗ୍ନିକାଣ୍ଡ, ୯ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୩।୫: ଶନିବାର ରାତିରେ ଦିଲ୍ଲୀର ଶାହଦରାର ବିବେକ ବିହାର ଅଞ୍ଚଳରେ ଏକ ଚାରି ମହଲା ବିଶିଷ୍ଟ ଆବାସିକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ଯୋଗୁ ପୋଡ଼ିଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri