କେନ୍ଦୁଝରରେ ଜଳିଗଲା ମାଲବୁହା ଟ୍ରକ୍‌

କେନ୍ଦୁଝର, ୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନରଣପୁର-ଡୁବୁରୀ ରାସ୍ତା ପିଟାପିଟି ଗ୍ରାମ ଭାଇଭାଇ ଢାବା ନିକଟରେ ଶନିବାର ସକାଳେ ଏକ ୧୨ ଚକିଆ ମାଲବୁହା ଟ୍ରକ୍‌ (ନଂ. ଓଆର୍‌ ୦୯ଏନ୍‌ ୬୨୩୧) ରେ ହଠାତ୍‌ ନିଆଁ ଲାଗି ଜଳିଳିଯାଇଛି। ଖବର ପାଇ ହରିଚନ୍ଦନପୁର ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଦୀର୍ଘ ୧ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ। ଗାଡ଼ିର ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ଜଣାପଡିଛି। ତେବେ ସର୍ଟ ସର୍କିଟ ଯୋଗୁ ଏହି ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ଗାଡିଟି ଆଇରନ ମାଲ ଲୋଡିଂ ପାଇଁ ଯୋଡ଼ାକୁ ଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଲୋକାର୍ପିତକୁ ବର୍ଷେ ହେଲାଣି: ପାଣି ଆସିନି

କେନ୍ଦ୍ରାପଡ଼ା, ୧୭ା୭ (ଜଗନ୍ନାଥ ଧଳ): ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ୨୦୨୨ ମେ’ ୧୮ ରେ ଉଦ୍‌ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ...

ପ୍ରବଳ ବର୍ଷାରେ ଘରେ ପଶିଲା ପାଣି: ଡ୍ରେନ ସଫେଇ ଦାବିରେ ରାସ୍ତାରୋକୋ

ବଲାଙ୍ଗୀର ଅଫିସ, ୬ା୯: ବଲାଙ୍ଗୀର ସହରରେ ଶୁକ୍ରବାର ସକାଳ ୮ଟାରୁ ପ୍ରାୟ ୨ ଘଣ୍ଟାର ପ୍ରବଳ ବର୍ଷାରେ ଅନେକ ଅଞ୍ଚଳରେ ପୁଣି ଥରେ ବନ୍ୟା ଭ୍ରମ...

ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ

ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର...

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨୬।୭: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଖଗେଶ୍ବର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି...

ଆଖି ବୁଜିଲେ ଆଇଟିଆଇ ଛାତ୍ର : ସୁଇସାଇଡ୍‌ ନୋଟ୍‌ ଆଧାରରେ ପୋଲିସର ତଦନ୍ତ

ଭଦ୍ରକ ଅଫିସ, ୧୨ା୯-ବିଷପିଇ ଗୁରୁତର ଥିବା ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ଆଇଟିଆଇ କଲେଜ ଛାତ୍ର ଆଶୁତୋଷ ମଲ୍ଲିକ(୨୦) ରବିବାର ରାତିରେ ଆଖି ବୁଜିଛନ୍ତି। ସେ...

କେସି ଟାଉନ ହାଇସ୍କୁଲ: ଜଣେ ମାତ୍ର ଶିକ୍ଷୟିତ୍ରୀଙ୍କ ଭରସାରେ ଚାଲିଛି…

ବ୍ରହ୍ମପୁର ଅଫିସ,୨୯।୯: ବ୍ରହ୍ମପୁର ସହରର ୬୧ ବର୍ଷର ପୁରାତନ ଶିକ୍ଷାନୁଷ୍ଠାନ କେସି ଟାଉନ ହାଇସ୍କୁଲ। ସହରର କେନ୍ଦ୍ରସ୍ଥଳରେ ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟ କାନ୍ଥକୁ ଲାଗି...

ମୋ ଝିଅକୁ ତଣ୍ଟିଚିପି ମାରିଦେଲେ

ଦିଗପହଣ୍ଡି,୧୩ା୯(ଡି.ଏନ.ଏ.): ସ୍ତ୍ରୀ ହତ୍ୟା ଅଭିଯୋଗରେ ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଲକ୍ଷ୍ମଣ ନାଇକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ନେଇ...

ଦିନରେ ବନ୍ଧା ହୋଇଥିଲେ, ରାତିରେ ଖସି ପଳାଇଲେ

ଆର୍‌.ଉଦୟଗିରି,୨୨ା୮(ଡି.ଏନ୍‌.ଏ.)- ଗଜପତି ଜିଲା ଆର୍‌.ଉଦୟଗିରି ଥାନା ହାଜତରୁ ଗୁରୁବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ପୁରୀ ସଦର ଥାନା ଅଞ୍ଚଳର...

Advertisement
Archives

Model This Week