ହାଇଦ୍ରାବାଦ ଚାଲାଣ ବେଳେ ଧରାପଡ଼ିଲା ଗୋ-ମାଂସ ଭର୍ତ୍ତି ଟ୍ରକ୍‌; ୩ ଜଣ ଅଟକ

ନିରାକାରପୁର,୧୪।୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଉପରୁ ରବିବାର ସ୍ଥାନୀୟ ପୋଲିସ ଏକ ଟ୍ରକ ବୋଝଇ ଗୋ-ମାଂସ ଜବତ କରିଛି। ଏହି ମାମଲାରେ ଗାଡ଼ିରେ ଥିବା ତିନି ଜଣଙ୍କୁ ଥାନାରେ ଅଟକ ରଖାଯାଇଛି l

ସୂଚନାନୁଯାୟୀ, ସକାଳୁ ଏକି ଗୋ-ମାଂସ ଭର୍ତ୍ତି ଗାଡି ଆସୁଥିବା ନେଇ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ରାମେଶ୍ୱର ଛକ ୧୬ ନଂ ଜାତୀୟ ରାଜପଥରେ ଜଗିି ରହିଥିଲା । ସେଠାରେ ଗାଡି ପହଞ୍ଚିବା ପରେ ତାକୁ ଅଟକ ରଖି ନିକଟସ୍ଥ ଥାନାକୁ ଆଣିଥିଲା। ତେବେ ଗାଡିଟି ଢେଙ୍କାନାଳରୁ ହାଇଦ୍ରାବାଦ ଯାଉଥିବା ଜଣାପଡ଼ିଛି। ଅପରପକ୍ଷେ ଅଟକ ଥିବା ଯୁବକମାନେ ଗୋ-ମାଂସକୁ ଖୋର୍ଦ୍ଧାରୁ ହାଇଦ୍ରାବାଦ ନେଉଥିଲୁ ବୋଲି କହୁଛନ୍ତି।ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କରୋନାଠାରୁ ବେକାରି ବଡ଼ ମହାମାରୀ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ମହାମାରୀଠାରୁ ବେକାରି ମହାମାରୀ ବଢ଼ିଯାଇଛି। ଲକ୍ଷ ଲକ୍ଷ ବେକାର ଯୁବତୀଯୁବକ କାମଧନ୍ଦା ନ ପାଇ ମାଓବାଦୀ ହେବାକୁ ପସନ୍ଦ କରୁଛନ୍ତି। ଅନେକେ କାମଧନ୍ଦା...

ଟ୍ରେଣ୍ଡି ଟ୍ରେଡ୍‌ ଫେୟାର

ପର୍ଯ୍ୟଟନ ଋତୁ। ଶୀତର ଆଗମନ। ଠିକ୍‌ ଏହି ସମୟରେ ଆରମ୍ଭ ହୋଇଯାଇଛି ରାଜଧାନୀରେ ଟ୍ରେଡ୍‌ ଫେୟାର। ଜମିଛି ବ୍ୟବସାୟୀଙ୍କର ଭିଡ଼। ସଭିଙ୍କ ପାଇଁ ସାଜିଛି ମୁଖ୍ୟ...

ଦିବ୍ୟାଙ୍ଗ ଭାଇଭହେନ୍‌ ଘଟ୍‌ନା:ସାହାଯ୍‌ର ହାତ ବଢ଼ାଲା ପରଶାସନ

କୋକସରା, ୨୬ା୬ (ଡି.ଏନ୍‌.ଏ) : କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କାଉଡ଼ୋଲା ଗଁାର ନିଲାମ୍ବର ରାଉତକଁର ପୁଓ ମକରନ୍ଦ(୧୯) ଆର ଝି’ ଭୂମିସୂତା(୧୭) ଜନ୍‌ମୁ ଦିବ୍ୟାଙ୍ଗ।...

ଅନିଶ୍ଚିତତାରେ ଓକିଲ ସଂଘ ନିର୍ବାଚନ

କଟକ ଅଫିସ,୫।୫: ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ...

ଜୀବିକା ପାଇଁ ଜୀବନ ବିପଦ

ମହାକାଳପଡ଼ା,୨୩।୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ, ଲୁଣା, ପାଇକା, ଗୋବରୀ ଆଦି ନଦୀ ରହିଛି। ଗଭୀର ନଦୀରେ ବୁଡି ଶ୍ରମିକମାନେ ପେଟ ପାଟଣା...

ଶୀତ ଅଧିବେଶନରେ ରହିବନି ପ୍ରଶ୍ନକାଳ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ):ବିଧାନସଭାର ମୌସୁମୀ ଅଧିବେଶନ ଭଳି ଆସନ୍ତା ଶୀତ ଅଧିବେଶନରେ ମଧ୍ୟ ପ୍ରଶ୍ନକାଳ ରହିବ ନାହିଁ। ଏହାକୁ ବାତିଲ କରିଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ଗୃହ...

ଟୋକିଓ ଅଲିମ୍ପିକ୍ସରେ ଓଡ଼ିଆ ଚିତ୍ରଶିଳ୍ପୀଙ୍କ କଳାକୃତୀ

ବରଗଡ଼ ଅଫିସ୍‌,୨।୮: ଟୋକିଓ ଅଲିମ୍ପିକ୍ସରେ ପଶ୍ଚିମ ଓଡ଼ିଶା ଚିତ୍ରଶିଳ୍ପୀଙ୍କ କଳାକୃତୀ ସ୍ଥାନୀତ ହୋଇଛି । ସମ୍ବଲପୁର ଏବଂ ବରଗଡ଼ ଜିଲାର ୮ଜଣ ଚିତ୍ରଶିଳ୍ପୀ ଏହି ଗୌରବ...

ପଟ୍‌ଲାଇନ ପୂଜା କମିଟି ମେଢ଼: ଆକର୍ଷଣୀୟ ସାଜସଜ୍ଜାକୁ ଗୁରୁତ୍ୱ

ବଅଁରପାଳ, ୧୪।୯ (ଡି.ଏନ୍‌.ଏ) – ଦିନ କେଇଟା ପରେ ନାଲ୍‌କୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା। ଏଥିପାଇଁ ସମଗ୍ର ନାଲକୋ ନଗର ଏବେଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ...

Advertisement
Archives

Model This Week