ପୋଖରୀ ଭିତରେ ପଶିଗଲା ବିସ୍କୁଟ ବୋଝେଇ ଟ୍ରକ୍‌: ଆଉ ତା’ପରେ ଘଟିଲା…

ବଲାଙ୍ଗିର,୧୭।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ସମ୍ବଲପୁର ରୋଡ଼ ଛତାମଖନା ଗ୍ରାମ ନିକଟ ୨୬ନମ୍ବର ଜାତୀୟ ରାଜପଥ ରାସ୍ତାକଡରେ ଥିବା ଏକ ପୋଖରୀକୁ ଭାରସାମ୍ୟ ହରାଇ ଏକ ମାଲ ବୋଝେଇ ଟ୍ରକ ପାଣି ଭିତରେ ପଶି ଯାଇଛି l

ସୂଚନା ଅନୁଯାୟୀ, ବରଗଡ଼ରୁ ଏକ ମାଲ ବୋଝେଇ ଟ୍ରକ ବିସ୍କୁଟ ଧରି ବଲାଙ୍ଗିରକୁ ଆସୁଥିଲା। ଭୋର ପାଞ୍ଚଟାବେଳେ ଟ୍ରକ ଡ୍ରାଇଭର ଭାରସାମ୍ୟ ହରାଇ ୨୬ନମ୍ବର ଜାତୀୟ ରାଜପଥ ରାସ୍ତାକଡ଼ରେ ଥିବା ଏକ ପୋଖରୀ ଭିରକୁ ପଶି ଯାଇଥିଲା l ଟ୍ରକରେ ଥିବା ଡ୍ରାଇଭର ଓ ଅନ୍ୟମାନେ ଆହତ ହେଇଥିବାବେଳେ ସେମାନେ ଏକ ବଡ ଦୂର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି l ଏବେ ଟ୍ରକଟି ପୋଖରୀ ପାଣିରେ ଭାସୁଥିବା ଦେଖାଯାଇଛି l ଖବର ପାଇ ବଲାଙ୍ଗିର ପୁଇଁନ୍ତଲା ପୋଲିସ ପହଞ୍ଚି ପୋଖରୀ ଭିତରୁ ଗାଡ଼ିକୁ ଉଦ୍ଧାର କରିବା ପାଇଁ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିଛନ୍ତି l ପୋଖରୀ ଭିତରକୁ ପଶିଯାଇଥିବା ଟ୍ରକ ଦୁର୍ଘଟଣାକୁ ନେଇ ତଦନ୍ତ କରୁଥିବା ପୋଲିସ ପକ୍ଷରୁ କୁହାଯାଇଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri