ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ ରାସ୍ତାରେ ଲୁହା ପଥର ବୋଝେଇ ଟ୍ରକ୍‌ ଓଲଟି ପଡିଛି। କେନ୍ଦୁଝର ଅଞ୍ଚଳରୁ ଏକ ୧୮ ଚକିଆ ଟ୍ରକ୍‌ ଲୁହାପଥର ବୋଝେଇ କରି ଅନୁଗୋଳ ଅଞ୍ଚଳର ଏକ କାରଖାନାକୁ ଯାଉଥିବା ବେଳେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡିରହିଥିଲା। ଗାଡି ଭିତରେ ଚାଳକ ଚାପି ହୋଇ ରହିଥିବା ଜାଣିପାରି ସ୍ଥାନୀୟ ଲୋକମାନେ ସେଠାରେ ପହଞ୍ଚି ଚାଳକଙ୍କୁ ଉଦ୍ଧାର କରିଥିଲେ। ଦଦରାଘାଟି ଫାଣ୍ଡି କର୍ମଚାରୀ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଚାଳକକୁ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଚାଳକଙ୍କ ପରିଚୟ ମିଳିପାରିନାହିଁ ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri