ଘାଟିରେ ଓଲଟିଲା ଲୁହା ପାଇପ୍‌ ବୋଝେଇ ଟ୍ରକ୍‌

କୋରାପୁଟ,୩ା୩(ଅମିତାଭ ବେହେରା): ରବିବାର ଭୋର୍‌ରୁ କୋରାପୁଟ -ରାୟଗଡ଼ା ଜାତୀୟ ରାଜପଥର ରାୟଗଡ଼ା ଘାଟିର ଏକ ବୁଲାଣିରେ ଦୁଇଟି ମାଲ୍‌ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାହାଫଳରେ ଏହି ରାସ୍ତାରେ ବସ୍‌ ଓ ଟ୍ରକ୍‌ ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଟ୍ରକ୍‌ ବସ୍‌ ଅଟକି ରହିଛି। ଯାତ୍ରୀମାନେ ନାନା ଅସୁବିଧା ଭୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri