କାମସାରି ଫେରୁଥିଲେ ଅଙ୍ଗନଓ୍ବାଡୀ ଦିଦିଙ୍କ ଉପରେ ମାଡ଼ିଗଲା ବସ୍‌

ତୁମୁଡିବନ୍ଧ,୧।୩ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଉଷାବାଲି ନିକଟରେ ଅଙ୍ଗନଓ୍ବାବାଡ଼ି ଦିଦିଙ୍କୁ ଏକ ସରକାରୀ ବସ୍‌ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଅଙ୍ଗନବାଡ଼ି ହେଲେ ଉଷାବାଲି ଅଙ୍ଗନବାଡି କେନ୍ଦ୍ରର ସ୍ନେହଲତା ମଝିଆସେଟ (୪୦) । ଶନିବାର ପୂର୍ବାହ୍ନରେ ଏକ ସରକାରୀ ବସ ତାଙ୍କୁ ଧକ୍କା ଦେଇଥିଲା।
ଓ ଆର-୧୨ -୭୦୨୭ ବସ୍‌ ବେଲଘରରୁ ଫୁଲବାଣୀ ଅଭିମୁଖେ ଯାଉଥିବା ସମୟରେ ଉସାବାଲି ଛକ ଠାରେ ଏହି ଦୁର୍ଘଟଣା ଘଟିଛି। ଅଙ୍ଗନବାଡି କର୍ମୀଙ୍କୁ ବସ୍‌ଟି ଧକ୍କା ଦେଇ ଘଟଣାସ୍ଥଳରୁ ଚାଲି ଯାଉଥିବା ବେଳେ ସ୍ଥାନୀୟ ଲୋକ ବସ୍‌ଟିକୁ ଅଟକାଇଥିଲେ। ଏ ନେଇ ତୁମୁଡିବନ୍ଧ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛ। ତୁମୁଡିବନ୍ଧ ଆମ୍ବେଦକର ଛକ ନିକଟରେ ମୃତ ଦେହରଖି ମୃତକଙ୍କ ପରିବାର ଓ ସ୍ଥାନୀୟଲୋକେ, ଅଙ୍ଗନଓ୍ବାଡ଼ୀ ସଂଘ ରାସ୍ତା ଅବରୋଧ କରିଛନ୍ତି। ତୁମୁଡିବନ୍ଧ ପୋଲିସ ବେଲଘର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। ତୁମୁଡିବନ୍ଧ ଅତିରିକ୍ତ ତହସିଲଦାର ସୁନୀଲ ନାୟକ ଘଟଣାସ୍ଥଳରେ ପହଞ୍ଚି ରାସ୍ତାରୋକ କରିଥିବା ପରିବାର ଓ ଗ୍ରାମବାସୀଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ଆନ୍ଦୋଳନ ହଟି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Read more

ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ ରହିବ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?