ପଦଯାତ୍ରା ପୂର୍ବରୁ ବିଜେଡିର ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ତେବେ ପଦଯାତ୍ରା ପୂର୍ବରୁ ବିଜେଡି ପକ୍ଷରୁ ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ହେବାକୁ ଥିବା ପଦଯାତ୍ରା ବିଷୟରେ ଆଲୋଚନା ହୋଇଛି। ଏଥିରେ ବିଧାୟକ, ଏମ୍‌ପି, ଜିଲା ସଭାପତି, ଜିଲା ପରିଷଦ ସଦସ୍ୟ, ବ୍ଲକ୍‌ ଚେୟାର ମ୍ୟାନ୍‌ ଏବଂ ମେୟର ସାମିଲ ଥିବା ବୋଲି ଜଣାପଡିଛି।
ଆସନ୍ତା ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ଏହି ପଦଯାତ୍ରା ସମୟରେ ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ’ ଏବଂ ‘ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ଉତ୍କଳମଣୀ ଗୋପବନ୍ଧୁ ଜୟନ୍ତୀ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ଜୟନ୍ତୀ’ ପାଳନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri