Posted inଫୁରସତ

ନିଆରା ଦେଶ

ପୃଥିବୀରେ ଅନେକ
ଏଭଳି ଦେଶ ରହିଛି, ଯାହାର କିଛି ବିଶେଷତ୍ୱ ଅନ୍ୟମାନଙ୍କଠାରୁ ସ୍ବତନ୍ତ୍ର କରେ। ଜାଣିବା ସେଭଳି କିଛି ଦେଶ ସମ୍ପର୍କରେ…

ସ୍ୟାନ୍‌ ମ୍ୟାରିନୋକୁ ପୃଥିବୀର ସବୁଠୁ ପୁରୁଣା ଦେଶ ଭାବେ ଗ୍ରହଣ କରାଯାଏ। ଏହା ଏକମାତ୍ର ଦେଶ, ଯେଉଁଠି ଜନସଂଖ୍ୟା ତୁଳନାରେ କାର ସଂଖ୍ୟା ଅଧିକ।
ନିଉଇ ହେଉଛି ଖୁବ୍‌ କମ୍‌ ଜନସଂଖ୍ୟା ଥିବା ଏକ ଦ୍ୱୀପରାଷ୍ଟ୍ର, ଯାହାକି ପୃଥିବୀର ପ୍ରଥମ ଏବଂ ଏକମାତ୍ର ଓ୍ବାଇଫାଇ ଦେଶ।
ୟୁଏନ୍‌ ଓ୍ବାଲର୍‌ଡ ହାପିନେସ୍‌ ରିପୋର୍ଟ ମୁତାବକ ଡେନ୍‌ମାର୍କ ହେଉଛି ପୃଥିବୀର ସବୁଠୁ ଖୁସିପୂର୍ଣ୍ଣ ଦେଶ।
ନାଇଜର୍‌ ହେଉଛି ପୃଥିବୀର ସର୍ବାଧିକ ଯୁବବର୍ଗ ଥିବା ଦେଶ। ଅର୍ଥାତ୍‌ ଏହି ଦେଶର ସମୁଦାୟ ଜନସଂଖ୍ୟାର ୫୦% ହେଉଛନ୍ତି ୧୪ ବର୍ଷ ବୟସରୁ କମ୍‌।
ଭାରତ ବ୍ୟତୀତ ଫିଜି ହେଉଛି ଏକ ମାତ୍ର ଦେଶ, ଯାହାର ଅଫିସିଆଲ୍‌ ଲାଙ୍ଗୁଏଜ୍‌ ହିନ୍ଦୀ।
ପୃଥିବୀରେ ବର୍ତ୍ତମାନ ସୁଦ୍ଧା ୨୨ଟି ଦେଶରେ ସେନାବାହିନୀ ନାହାନ୍ତି।
ପ୍ରଶାନ୍ତ ମହାସାଗର ମଧ୍ୟରେ ଥିବା ମାର୍ଶାଲ ଦ୍ୱୀପ ପୃଥିବୀର ସବୁଠାରୁ ସଂକଟଗ୍ରସ୍ତ ଦ୍ୱୀପରାଷ୍ଟ୍ର। କାରଣ ଏଠାରେ ପାଣିପାଗ ପରିବର୍ତ୍ତନ ସହ ବନ୍ୟା ଆଶଙ୍କା ସର୍ବାଧିକ।
ପାପୁଆ ନ୍ୟୁ ଗିନୀ ପୃଥିବୀର ସର୍ବାଧିକ ଭାଷାଗତ ବିବିଧତା ଥିବା ଦେଶ। ତେବେ ଏଠାକାର ରାଷ୍ଟ୍ରୀୟ ଭାଷା ଇଂଲିଶ୍‌ ହୋଇଥିଲେ ହେଁ ମାତ୍ର ୧-୨ ପ୍ରତିଶତ ବାସିନ୍ଦା ଏହି ଭାଷାରେ କଥା ହୋଇପାରନ୍ତି।
ପୃଥିବୀର ସର୍ବାଧିକ ସଂଖ୍ୟକ ଯମଜ ନାଇଜେରିଆରେ ଜନ୍ମ ଗ୍ରହଣ କରୁଥିବାର ରେକର୍ଡ ରହିଛି।
ପୃଥିବୀର ପ୍ରାୟ ୯୦% ମଧୁର ଜଳ ଆଣ୍ଟାର୍କଟିକାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?