ଗଞ୍ଜେଇ ବୋଝେଇ ଗାଡ଼ିରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ମାଲକାନଗିରି,୨୦।୧:(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର ସକାଳେ ଏକ ଗାଡ଼ି ଦୁର୍ଘଟଣା ଘଟି ସେଥିରେ ନିଆଁ ଲାଗିଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ସୂଚନାଯୋଗ୍ୟ, ଗାଡିଟି ମାଲକାନଗିରରୁ ଆସି ଛତିଶଗଡ଼କୁ ଯାଉଥିବା ସମୟରେ ହଠାତ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗୋଟିଏ ଗଛ ରେ ପିଟି ହୋଇଥିଲା । ପରେ ସେଥିରୁ ଦୁଇଜଣ ବାହାରି ଗାଡିରେ ନିଆଁ ଲଗାଇ ଦେଇ ସେଠାରୁ ଦୌଡ଼ି ପଳାଇ ଯାଇଥିଲେ । ଦମକଳ ବାହିନୀଙ୍କ ଯାଞ୍ଚ ସମୟରେ ଗାଡ଼ିରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମଚଣ୍ଡୀ ବିଦ୍ୟାନିକେତନ: ଶ୍ରାଦ୍ଧବାର୍ଷିକ ଉତ୍ସବକୁ ନେଇ ବିବାଦ

ଡେରାବିଶ,୧୫ା୩ (ସ୍ବ.ପ୍ର.): ଡେରାବିଶ ବ୍ଲ୍ଳକ ଅଧୀନ ଛୋଟି ଗଁାସ୍ଥିତ ରାମଚଣ୍ଡୀ ବିଦ୍ୟାନିକେତନରେ ବୁଧବାର ପବିତ୍ର କୁମାର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଓ ଛାତ୍ରୀଛାତ୍ରଙ୍କୁ ମେଧାବୃତି କାର୍ଯ୍ୟକ୍ରମ...

ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ମାରିସା ସେନାର ଧାରଣା

ବାଙ୍ଗିରିପୋଷି,୧୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା ସେନା) ପକ୍ଷରୁ ସୋମବାର ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେନାର...

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା...

ମାସ୍କ ପିନ୍ଧି ନ ଥିବାରୁ ଉଠ୍‌ବସ୍‌ ଘଟଣା: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୮ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ କଲେଜ ଛକରେ ଶନିବାର ପ୍ରଶାସନ ପକ୍ଷରୁ ଯାଞ୍ଚ ବେଳେ ମାସ୍କ ପିନ୍ଧି ନ ଥିବା ଦୁଇଜଣ ବ୍ୟକ୍ତି...

 ୮ ମାସ ହେଲା ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ ଅଚଳ

କଣ୍ଟାମାଳ,୨୫ା୩ (ଡି.ଏନ.ଏ.) ବୌଦ୍ଧ ଜିଲା ଘିକୁଣ୍ଡି ପଞ୍ଚାୟତର ଆମ୍ବଗହଣାରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ଏଠିକାର ଜଳଯୋଗାଣ ବ୍ୟବସ୍ଥା ଅଚଳ ହୋଇ ପଡିଥିଲେ...

କଅଁଳ କାନ୍ଧରେ ୩ ଭଉଣୀ, ଭାଇଙ୍କ ଦାୟିତ୍ୱ

ନବରଙ୍ଗପୁର,୧୫।୫(ବି.ପ୍ର.): ଏକାକରି ଆରପାରିକୁ ଚାଲିଗଲେ ମା’, ବାପା। ଏବେ ବଡ଼ ଝିଅର କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଦାୟିତ୍ୱ। ମାତ୍ର ୧୬ ବର୍ଷ ବୟସରେ ପାଠପଢ଼ାରେ ମନଦେବା...

ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ

ବଲାଙ୍ଗୀର ଅଫିସ,୩୦।୧୨: ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ଓ ବିକ୍ଷୋଭ ସମାବେଶ ହୋଇଯାଇଛି। ଜିଲା ମହିଳା କଂଗ୍ରେସ ପକ୍ଷରୁ ସରକାରଙ୍କ ରାଜନୈତିକ ସଂରକ୍ଷଣରୁ ପଛୁଆ...

ଭାଜପାରେ ମିଶିଲେ ପୂର୍ବତନ କଂଗ୍ରେସ ଏମ୍‌ପି

ପଦ୍ମପୁର,୧ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ନେଇ ଘଡ଼ିକୁ ଘୋଡା ଛୁଟୁଛି। ଗୁରୁବାର ପଦ୍ମପୁରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ବରଗଡ଼ର ପୂର୍ବତନ କଂଗ୍ରେସ ଏମ୍‌ପି...

Advertisement
Archives

Model This Week