ରଙ୍ଗରୁଟ୍‌ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର, ଘଟଣାସ୍ଥଳରେ ବଜରଙ୍ଗ ଦଳ

ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ରଙ୍ଗରୁଟ୍‌ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର। ଏଭଳି ଏକ ଦୁର୍ଘଟଣା୧୬ ନଂ ଜାତୀୟ ରାଜପଥ ଲକ୍ଷ୍ମୀପୁର ନିକଟରେ ଦେଖିବାକୁ ମିଳିଛି। ଏନେଇ ଖବର ପାଇ ଗଞ୍ଜାମ ଥାନା ସେକେଣ୍ଡ ଅଫିସର ଅନିରୁଦ୍ଧ ସ୍ବାଇଁ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇ ଥିବା ଟ୍ରଲର ସହ ଡ୍ରାଇଭରକୁ ଅଟକ ରଖିଛନ୍ତି l ଏଥିସହ ବଜରଙ୍ଗ ଦଳର ସ୍ଥାନୀୟ ସ୍ବେଚ୍ଛାସେବୀ ପ୍ରତୀକ କୁମାର ରାଉଳ, ମନୋଜ ପ୍ରଧାନ, ଆକାଶ ଗୌଡ଼, ଗଉରା ରାଉଳ ପ୍ରମୁଖ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଆହତ ଗାଈଗୁଡିକୁ ଉଦ୍ଧାର କରିଛନ୍ତିl ତେବେ ଟ୍ରଲର ନଂwb୩୭e୪୪୭୨ ହୁମା ଓଭର ବ୍ରିଜ ରୋଡ଼ ଠାରୁ ରଙ୍ଗ ରୋଡରେ ଆସି ଏହି ଦୁର୍ଘଟଣା ଘଟାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି।…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମା’ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ଏହି ବ୍ରତ ପାଳନ କରିବା ବହୁ କଷ୍ଟ ସାଧ୍ୟ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ପୁରୁଷୋତ୍ତମପୁର,୨୫।୩(ସବିତା ମିଶ୍ର): ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଛି ।…

ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ …

ମୋହନା,୨୫।୩( ମନ୍ମଥ ମିଶ୍ର ): ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ ମହିଳାଙ୍କୁ ସଚେତନ କରାଯାଇଛି। ଦିନକୁ ଦିନ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri