ଖବର ପ୍ରକାଶ ପରେ ମୁକୁଳା ଟ୍ରାନ୍ସଫର୍ମର ଆଗରେ ନିର୍ମାଣ ହେଲା ପାଚେରି

ଗୋପବନ୍ଧୁ ନଗର,୨୪ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ବର୍ଷ ଧରି ଥିବା ଏକ ମୁକୁଳା ଟ୍ରାନ୍ସଫର୍ମର ଆଗରେ ସୁରକ୍ଷା ପାଚେରି ନିର୍ମାଣ ହୋଇଛି। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଟ୍ରାନ୍ସଫର୍ମର ଆଗରେ କୌଣସି ସୁରକ୍ଷା ବାଡ଼ କିମ୍ବା ପାଚେରି ନ ଥିବାରୁ ବ୍ଲକ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ଥିଲା। ଟ୍ରାନ୍ସଫର୍ମରଟି ମୁକୁଳା ହୋଇ ପଡ଼ିଥିବା ବେଳେ ବ୍ଲକ କର୍ତ୍ତୃପକ୍ଷ କିମ୍ବା ବିଦ୍ୟୁତ୍‌ ବିଭାଗ ଏଥି ପ୍ରତି ଦୃଷ୍ଟି ଦେଉ ନ ଥିଲେ। ବ୍ଲକ କାର୍ଯ୍ୟାଳୟର ମୁଖ୍ୟ ଗେଟ୍‌ଠାରୁ ମାତ୍ର ୩/୪ ହାତ ଦୂରରେ ଥିଲା ଏହି ଟ୍ରାନ୍ସଫର୍ମର। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇ ଆସୁଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri