ମୟୂରଭଞ୍ଜରେ ଖୁସିର ଲହରି

ବାରିପଦା ଅଫିସ୍‌, ୨୨।୬: ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ସମଗ୍ର ମୟୂରଭଞ୍ଜ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଜିଲାର ବିଭିନ୍ନ ରାଜନୈତିକ ନେତା, ବୁଦ୍ଧିଜୀବୀ, ସାଧାରଣ ଜନତା ତାଙ୍କ ପ୍ରାର୍ଥତ୍ତ୍ୱକୁ ସ୍ବାଗତ ଜଣାଇଛନ୍ତି।
ଜଣେ ଆଦିବାସୀ ମହିଳା ପରିବାରକୁ ପଛରେ ପକାଇ ରାଷ୍ଟ୍ରୀୟ କାର୍ଯ୍ୟରେ ନିଜକୁ ଉତ୍ସର୍ଗ କରିଥିବାରୁ ଏନଡିଏ ପକ୍ଷରୁ ତାଙ୍କୁ ଯଥେଷ୍ଟ ସମ୍ମାନ ଦିଆଯାଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମହିଳାଙ୍କୁ ସମ୍ମାନ ଦେଉଥିବା ବେଳେ ଜଣେ ଆଦିବାସୀ ମହିଳା ଦେଶର ସର୍ବୋଚ୍ଚ ସ୍ଥାନରେ ଅଭିଷିକ୍ତ ହେବାକୁ ଯାଉଥିବାରୁ ଜିଲାବାସୀଙ୍କ ପକ୍ଷରୁ ଶୁଭେଚ୍ଛା ଜଣାଉଛି।
– କୃଷ୍ଣାନନ୍ଦ ମହାନ୍ତି, ବିଜେଡି ନେତା
ତଥା ବାରିପଦା ପୌରାଧ୍ୟକ୍ଷ।
ଆମେ ଖୁସି ଅନୁଭବ କରୁଛୁ। ସେ ରାଷ୍ଟ୍ରପତି ହେଲେ ମୟୂରଭଞ୍ଜ ସମେତ ସମଗ୍ର ଓଡ଼ିଶାର ଉନ୍ନତି ହେବ ବୋଲି ଆଶା କରୁଛି।
– ଲକ୍ଷ୍ମଣ ମୁର୍ମୁ, ପୂର୍ବତନ କଂଗ୍ରେସ
ବିଧାୟକ, ରାଇରଙ୍ଗପୁର
ମୟୂରଭଞ୍ଜ ଜିଲା ପାଇଁ ଗର୍ବ ଓ ଗୌରବର ବିଷୟ। ଆଗାମୀ ଦିନରେ ଜିଲାର ବିକାଶ ସମେତ ରାଜ୍ୟର ଉନ୍ନତି ହେବ ବୋଲି ଆଶା ରଖୁଛି ।
– ହେମନ୍ତ ଦାସ, ଜିଲା କଂଗ୍ରେସ ସଭାପତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ ମହିଳାଙ୍କୁ ସମ୍ମାନ ଜଣାଇ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହା ସ୍ବାଗତଯୋଗ୍ୟ। ମୟୂରଭଞ୍ଜ ଜିଲାର ଜଣେ ମହିଳା ଦେଶର ସର୍ବୋଚ୍ଚ ପଦବୀ ମଣ୍ଡନ କରିବାକୁ ଯାଉଥିବା ଭଳି ଖୁସି ଖବର ଆଉ କ’ଣ ହୋଇପାରେ।
– କାନ୍ଦ୍ରା ସୋରେନ, ଜିଲା ଭାଜପା ସଭାପତି


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri