ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀ ଗୁରୁତର

ପାଟଣା,୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ହରିଡ଼ାଗୋଠ ଗ୍ରାମରେ ଗୁରୁବାର ରାତିରେ ଜଣେ ମହିଳାଙ୍କ ତାଙ୍କ ସ୍ବାମୀ ତୀରମାଡ଼ କରିଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗୁରୁତର ମହିଳା ଜଣକ ହେଲେ ସଜନୀ ମୁଣ୍ଡା।
ସୂଚନାନୁଯାୟୀ, ସଜନୀ ବାପଘରେ ରହୁଥିବା ବେଳେ ଗୁରୁବାର ରାତିରେ ଖାଇ ସାରି ହାତ ଧୋଉ ଥିବାବେଳେ ତାଙ୍କ ପଛପଟରୁ କେହି ତୀରମାଡ଼ କରିଥିଲେ। ତୀରଟି ସଜନୀଙ୍କ ପିଠି ପଶି ଆଗକୁ ବାହାରି ପଡ଼ିଛି। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ କରଞ୍ଜିଆ ପରେ କେନ୍ଦୁଝର ହସ୍ପିଟାଲରୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସଜନୀଙ୍କ ବାପଘର ଲୋକେ ସଜନୀଙ୍କ ସ୍ବାମୀ ତୀରମାଡ଼ କରିଥିବାର ଅଭିଯୋଗ କରିଛନ୍ତି।
ସଜନୀ କିଛି ବର୍ଷ ତଳେ ହରିଚନ୍ଦନପୁର ଥାନା ହାତୀକୁଚାରେ ବିବାହ କରିଥିଲେ। ଦମ୍ପତିଙ୍କ ମଧ୍ୟରେ କଳହରୁ ସଜନୀ ୧ ମାସ ହେବ ବାପଘରେ ରହୁଥିଲେ। ତୀରମାଡ଼ କରି ଘଟଣାସ୍ଥଳରୁ ସ୍ବାମୀ ଫେରାର ହୋଇଯାଇଛନ୍ତି। ସାହାରପଡ଼ା ଫାଣ୍ଡି ଅଧିକାରୀ ଭବାନୀଶଙ୍କର ବାଦି ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri