Posted inଖେଳ

ଶ୍ରୀଲଙ୍କା ଆଗରେ ୧୫୧ ରନ୍‌ର ବିଜୟ ଲକ୍ଷ୍ୟ…

ସିଲହଟ, ୧।୧୦ : ମହିଳା ଏସିଆ କପର ଦ୍ୱିତୀୟ ମ୍ୟାଚ୍‌ ଶନିବାର ବାଂଲାଦେଶର ସିଲହଟରେ ଆରମ୍ଭ ହୋଇଛି। ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।

ଧାର୍ଯ୍ୟ ୨୦ ଓଭରରେ ଛଅ ଓ୍ବିକେଟ ହରାଇ ଭାରତ ୧୫୦ ରନ୍‌ ସ୍କୋର କରିଛି। ଫଳରେ ଶ୍ରୀଲଙ୍କା ଦଳ ଆଗରେ ୧୫୧ର ବିଜୟ ଲକ୍ଷ୍ୟ ରହିଛି। ଟିମ ଇଣ୍ଡିଆ ପାଇଁ ଜେମିମା ରୋଡ୍ରିଗେଜ ସର୍ବାଧିକ ୭୬ ରନ ସଂଗ୍ରହ କରିଥିଲେ। ସେ ୫୩ ବଲ ଖେଳିଥିବା ଇନିଂସରେ ୧୧ ଚୌକା ମାରିଥିଲେ। ଜେମିମା ଗୋଟିଏ ଛକା ମଧ୍ୟ ମାରିଥିଲେ। ତାଙ୍କ ବ୍ୟତୀତ ଅଧିନାୟକ ହରମାନପ୍ରୀତ କୌର ୩୩ ରନର ଇନିଂସ ଖେଳିଥିଲେ। ଦିନଲାନ ହେମଲାଟା ୧୩ ଏବଂ ଶେଫାଲୀ ବର୍ମା ୧୦ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ଦେବୁ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri