ସ୍ବାମୀ ନିକ୍‌ଙ୍କ ପ୍ରତି ଅଭିଯୋଗ ଆଣିଲେ ଏହି ମହିଳା, ମୁହଁ ଖୋଲିନାହାନ୍ତି ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ରୁ ହଲିଉଡ୍‌ ପର୍ଯ୍ୟନ୍ତ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଆଜିକାଲି ତାଙ୍କର ଅନେକ ହଲିଉଡ୍‌ ପ୍ରୋଜେକ୍ଟରେ ବ୍ୟସ୍ତ ଅଛନ୍ତି। ଏଥିସହ ତାଙ୍କୁ ଖୁବ୍‌ଶୀଘ୍ର ରାଜକୁମାର ରାଓଙ୍କ ସହ ବଲିଉଡ୍‌ ଫିଲ୍ମ ‘ ଦ ହ୍ବାଇଟ୍‌ ଟାଇଗର’ରେ ଦେଖିବାକୁ ମିଳିବ। ନିକଟରେ ଏହି ଫିଲ୍ମର ଟ୍ରେଲର ମଧ୍ୟ ରିଲିଜ ହୋଇଥିଲା। ଅନ୍ୟପକ୍ଷରେ ପ୍ରିୟଙ୍କାଙ୍କ ସ୍ବାମୀ ନିକ୍‌ ଜୋନାସ ଏବଂ ତାଙ୍କ ଭାଇମାନେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି।

କାରଣ ଜଣେ ମହିଳା ନିକ୍‌ ଏବଂ ତାଙ୍କ ଭାଇଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଏହି ମହିଳାଙ୍କ ନାଁ ହେଲା ଟେଲର ଗାରନ। ତାଙ୍କ କହିବା କଥା ଧନ୍ୟବାଦ ଅର୍ପଣ ପରେ ନିକ୍‌ଙ୍କ ଭାଇମାନେ ତାଙ୍କୁ ଥଟ୍ଟା ପରିହାସ କରିଥିଲେ। ସେ ନିକ୍‌ଙ୍କ ଭାଇମାନଙ୍କ ନାଁରେ ମଧ୍ୟ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ତିନି ଭାଇ ମିଶି ତାଙ୍କୁ ହଇରାଣ କରିଛନ୍ତି। ସୋସିଆଲ ମିଡିଆରେ ଟେଲରଙ୍କ ଟୁଇଟ୍‌ ଏବେ ଭାଇରାଲ ହେବାରେ ଲାଗିଛି। ତେବେ ଏପର୍ଯ୍ୟନ୍ତ ନିକ୍‌ ବ୍ରଦର୍ସଙ୍କଠାରୁ କୌଣସି ପ୍ରତିକ୍ରିୟା ମିଳିନାହିଁ କିମ୍ବା ପ୍ରିୟଙ୍କା ମଧ୍ୟ ଏହି ପ୍ରସଙ୍ଗରେ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି।

ବଲିଉଡ୍‌ରୁ ଅଭିନୟ କ୍ୟାରିୟର ଆରମ୍ଭ କରିବା ପରେ ହଲିଉଡ୍‌ରେ ପହଞ୍ଚିଥିବା ଅଭିନେତ୍ରୀ ପ୍ରିୟଙ୍କା ଆଜିକାଲି ଆମେରିକାରେ ସ୍ବାମୀ ନିକ୍‌ଙ୍କ ସହ ସମୟ ବିତାଉଛନ୍ତି। ଓ୍ବାର୍କଫ୍ରଣ୍ଟ ବିଷୟରେ କହିବାକୁ ଗଲେ ପ୍ରିୟଙ୍କା ବର୍ତ୍ତମାନ ବଲିଉଡ୍‌ ଫିଲ୍ମ ‘ଦ ହ୍ବାଇଟ୍‌ ଟାଇଗର’ ଏବଂ ଦୁଇଟି ହଲିଉଡ୍‌ ଫିଲ୍ମର ଶୁଟିଂ କରୁଛନ୍ତି। ସେଥିମଧ୍ୟରୁ ଗୋଟିଏର ନାମ ‘ମ୍ୟାଟ୍ରିକ୍ସ-୪ ’ଏବଂ ଅନ୍ୟ ଫିଲ୍ମର ନାମ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...

‘ତୁ ଝୁଠି ମେ ମକ୍କାର’ର ଟ୍ରେଲର ଆଉଟ, ହଟ ବିକିନି, କିସିଂ ସିନ୍‌ର ଜବରଦସ୍ତ ତଡକା

ମୁମ୍ବାଇ; ପ୍ରେମରେ ପଡିବା ସହଜ କଥା, ହେଲେ ପ୍ରେମରୁ ବାହାରି ଆସିବା ଗୋଟିଏ କାମ ହୋଇପାରେ ଆଉ ଏହା କେବେ କେବେ ଫିଚର ଫିଲ୍ମର ବିଷୟ...

ମାତ୍ର ୧୩ ବର୍ଷ ବୟସରୁ ହିଁ ଏହି ଅଭିନେତ୍ରୀ ମା’ ଚରିତ୍ରରେ ଆସିଥିଲେ ନଜର

ମୁମ୍ବାଇ: ନିଜର ଦମ୍‌ଦାର ଅଭିନୟ ଓ ଡ୍ୟାନ୍ସରେ ସମସ୍ତଙ୍କୁ ବାନ୍ଧି ରଖିଥିବା ବଲିଉଡ୍‌ର ଚାନ୍ଦିନୀଙ୍କ ମଙ୍ଗଳବାର ଜନ୍ମଦିନ। ୧୩ ଅଗଷ୍ଟ ୧୯୬୩ ଶିବକାଶୀରେ ଅଭିନେତ୍ରୀ ଶ୍ରୀଦେବୀଙ୍କ...

ବିଗ୍‌ ବି ପାଇବେ ଦାଦା ସାହେବ୍‌ ଫାଲ୍‌କେ ପୁରସ୍କାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ ପାଇବେ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଦାଦା ସାହେବ ଫାଲ୍‌କେ ପୁରସ୍କାର। ସିନେମା ଜଗତକୁ ଜୀବନ ବ୍ୟାପି ଅବଦାନ...

ଅକ୍ଷୟ କୁମାରଙ୍କ ଦୁଃଖ: ବଡ ନିର୍ଦ୍ଦେଶକ ମୋତେ ଫିଲ୍ମରେ ନେଉନାହାନ୍ତି

ଅକ୍ଷୟ କୁମାର ଗୋଟିଏ ପରେ ଗୋଟିଏ ବକ୍ସଅଫିସ ହିଟ ସିନେମା ଦେଇ ଆସୁଛନ୍ତି। କିନ୍ତୁ ତାଙ୍କୁ ଇଣ୍ଡଷ୍ଟ୍ରୀର ବଡ ବଡ ନିର୍ଦ୍ଦେଶକଙ୍କ ସହ ଖୁବ୍‌ କମ୍‌...

ଚୁଜି ହେଲେଣି କିଆରା

କିଆରା ଆଡଭାନୀ ଏବେ ଚୁଜି ହେଲେଣି। ଦେଖୁନାହାନ୍ତି, କାହାଣୀ ପସନ୍ଦ ହେଲାନାହିଁ ବୋଲି କେମିତି ତିନୋଟି ଅଫରକୁ ହାତଛଡ଼ା କରିଦେଲେ। ଏଣିକି ସେ କୁଆଡେ ତରତର...

ପ୍ରଥମ ପତ୍ନୀଙ୍କ ଝିଅ ସହ ନଜର ଆସିଲେ ଆମିର: ଫଟୋ ଭାଇରାଲ

ମୁମ୍ବାଇ: ବିବାଦରୁ ସବୁବେଳେ ଦୂରେଇ ରହୁଥିବା ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଏବେ କିନ୍ତୁ ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଛନ୍ତି। ନିକଟରେ ସେ ତାଙ୍କର...

ଲକ୍‌ଡାଉନ୍‌: ସଲମାନ୍‌ଙ୍କ ଫାର୍ମହାଉସ୍‌ରେ ସମୟ ବିତାଉଛନ୍ତି ୟୁଲିଆ, ମାଛ ଧରି ଶେୟାର କଲେ ଭିଡିଓ

ମୁମ୍ବାଇ : ବର୍ତ୍ତମାନ ସଲମାନ ତାଙ୍କ ପରିବାର ସଦସ୍ୟ ଏବଂ କିଛି ଅନ୍ତରଙ୍ଗ ବନ୍ଧୁଙ୍କ ସହ ଫାର୍ମହାଉସ୍‌ରେ ରହିଛନ୍ତି। କାରଣ ସଲମାନ୍‌ ତାଙ୍କ ଫାର୍ମହାଉସ୍‌କୁ ବୁଲିବାକୁ...

Advertisement
Archives

Model This Week