Posted inଖେଳ

ଯୁବରାଜଙ୍କ ମା’ଙ୍କୁ ବ୍ଲାକ୍‌ମେଲ କରି ମାଗିଥିଲେ ୪୦ ଲକ୍ଷ, ମହିଳାଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୨୬।୭: ଭାରତୀୟ ଟିମ୍‌ର ପୂର୍ବତନ ତାରକା ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାଙ୍କ ମା’ ଶବନମ ସିଂହଙ୍କୁ ଧମକ ଦେବା ଘଟଣାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ମହିଳାଜଣଙ୍କ ତାଙ୍କୁ ମିଥ୍ୟା କେସ୍‌ରେ ଫସାଇଦେବାକୁ ଧମକ ଦେଇ ୪୦ ଲକ୍ଷ ଟଙ୍କା ଦାବି କରିଥିଲେ। ଏହି ମାମଲାରେ ଡିଏଲ୍‌ଏଫ୍‌ ଫେଜ୍‌ ୧ ଥାନାରେ ମାମଲା ରୁଜୁ କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ମହିଳାଙ୍କୁ ୫ ଲକ୍ଷ ନେଉଥିବା ବେଳେ ଗିରଫ କରିଛି। ସେ ହେଲେ ହେମା କୌଶିକ ଓରଫ ଡିମ୍ପି।

ସୂଚନାନୁଯାୟୀ, ଯୁବରାଜଙ୍କ ସାନ ଭାଇ ଜୋରାବର ସିଂହ ଦୀର୍ଘଦିନରୁ ମାନସିକ ଅବସାଦ ରୋଗରେ ପୀଡ଼ିତ। ୨୦୨୨ରେ ତାଙ୍କ ଲାଗି ମହିଳାଙ୍କୁ କେଆରଟେକର୍‌ ଭାବେ ରଖାଯାଇଥିଲା। ହେଲେ ବ୍ୟବହାର ଠିକ୍‌ ନ ଲାଗିବାରୁ ୨୦ ଦିନ ପରେ ତାଙ୍କୁ ଚାକିରିରୁ ବାହାର କରି ଦିଆଯାଇଥିଲା। ୨୦୨୩ରେ ହେମା ତାଙ୍କ ପରିବାର ଏବଂ ପୁଅଙ୍କୁ ମିଥ୍ୟା କେସ୍‌ରେ ଫସାଇ ଦେବାକୁ ଧମକ ଦେଉଥିଲେ। ଏପରିକି ଛବି ଖରାପ କରିବାକୁ ଧମକ ଦେଇ ୪୦ ଲକ୍ଷ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri