ଖୋର୍ଦ୍ଧା ଅଫିସ,୨୯ା୧୧: ଖୋର୍ଦ୍ଧା ଗୁରୁଜଙ୍ଗ ଦଓ୍ବୋନ ସାହିର ସୌମ୍ୟରଞ୍ଜନ ସାହୁଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ତରତୁଆ ନିକଟ କାଜୁ ଜଙ୍ଗଲରୁ ମିଳିଥିଲା। ଏହାର ୨୪ଘଣ୍ଟା ନ ପୁରୁଣୁ ଶନିବାର ମୁକୁନ୍ଦପ୍ରସାଦସ୍ଥିତ ସମ୍ପର୍କୀୟଙ୍କ ଘରୁ ପୋଲିସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ଏନେଇ ଥାନାରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପାରିବାରିକ ଅଶାନ୍ତିରୁ ରଶ୍ମିତା ଆତ୍ମହତ୍ୟା କରିଥିବା ନେଇ ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି। ପ୍ରକାଶ ଯେ, ଗତ କିଛିମାସ ପୂର୍ବେ ଉଭୟଙ୍କ ବିବାହ ହୋଇଥିଲା। ସୌମ୍ୟରଞ୍ଜନ ଆତ୍ମହତ୍ୟା କରିବା ପରେ ପରିବାର ଲୋକେ ରଶ୍ମିତାଙ୍କୁ ମୁକୁନ୍ଦପ୍ରସାଦସ୍ଥିତ ମାମୁ ଘରେ ଛାଡିଦେଇଥିଲେ। ଶନିବାର ଘର ଭିତରୁ ତାଙ୍କ ଝୁଲନ୍ତା ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ।
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା
ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…
ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା
ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…
ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା
ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…
ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ
ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…
ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ
ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…
ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…
ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…
ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…
ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…
କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା
ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…
Archives

