Posted inଫୁରସତ

ମୃତ ସ୍ବାମୀଙ୍କ ଫଟୋ ଆଗରେ ଏମିତି ଡ୍ୟାନ୍ସ କଲେ ମହିଳା: ଭିଡିଓ ଦେଖି ଲୋକେ କହିଲେ…

ସୋସିଆଲ ମିଡିଆରେ ବେଳେବେଳେ ଅଜବ ଡ୍ୟାନ୍ସ ଭିଡିଓ ଭାଇରାଲ ହୁଏ। ଲୋକମାନେ ଏହିପରି ଭିଡିଓଗୁଡିକ ବହୁତ ମଜା ନିଅନ୍ତି । ଆଜିକାଲି ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜଣେ ମହିଳା ମୃତ ସ୍ବାମୀଙ୍କ ଫଟୋ ସାମ୍ନାରେ ଏକ ଅଜବ ନୃତ୍ୟ କରୁଥିବା ନଜର ଆସିଛନ୍ତି। ଭିଡିଓ ଭାଇରାଲ ହେବା ପରେ ୟୁଜର୍ସ ଭିଡିଓ ଦେଖି ରାଗିଯାଇଥିଲେ। ୟୁଜର୍ସ ସମ୍ପୃକ୍ତ ମହିଳାଙ୍କୁ କ୍‌ସମାଲୋଚନା କରିଥିଲେ।
ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ @broken_oughtt_only ନାମକ ଜଣେ ୟୁଜର୍ସଙ୍କ ଦ୍ୱାରା ଶେୟାର କରାଯାଇଛି। ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ଦୁଇ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିଛନ୍ତି। ଏହା ସହିତ ଅନେକ ଲୋକ ମଧ୍ୟ ଏହାକୁ ଶେୟାର କରିଛନ୍ତି।
ଭାଇରାଲ ଭିଡିଓ ଦେଖିବା ପରେ ଲୋକମାନେ ନିଜର ପ୍ରତିକ୍ରିୟାଦେଇଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି, ମହିଳା ଏହି ସବୁ କାର୍ଯ୍ୟକଳାପ ହେତୁ ସ୍ବାମୀଙ୍କର ଦେହାନ୍ତ ହୋଇଥାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri