ଖଣିରେ ଅତଡ଼ା ଖସି ମହିଳାଙ୍କ ଜୀବନ ଗଲା

କଣ୍ଟିପାଳ,୧୧ା୧୧(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସୋସୋ ଥାନା ଅଧୀନ ଅସିଆ ଗ୍ରାମର ରମେଶ ମୁଣ୍ଡାଙ୍କ ସ୍ତ୍ରୀ ରୀନା କାଠ ଗୋଟାଇବା ପାଇଁ ନିକଟସ୍ଥ ଏକ ଚୋରା ମୋରମ ଖଣି ଅଞ୍ଚଳକୁ ଆସିଥିଲେ। କାଠ ଗୋଟାଇବା ସମୟରେ ମୋରମ ଅତଡ଼ା ଖସିବାରୁ ଉପରେ ଥିବା ଏକ ବାଉଁଶ ବୁଦା ରୀନାଙ୍କ ଉପରେ ପଡ଼ିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ସ୍ବାମୀ ରମେଶ ମୁଣ୍ଡାଙ୍କ ନିକଟରୁ ସୂଚନା ମିଳିଛି।

ମୃତକଙ୍କ ପରିବାରବର୍ଗଙ୍କ କହିବା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ମୋରମ ମାଫିଆମାନେ ମେଶିନ ସହାୟତାରେ ମୋରମ ତାଡ଼ି ନେଇଥିଲେ। ଫଳରେ ସମ୍ପୃକ୍ତ ଅଞ୍ଚଳ ଖାଲୁଆ ହୋଇପଡ଼ିଥିଲା। ଏଭଳି କାରଣକୁ ନେଇ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri