ତାରରେ ଲୁଗା ଶୁଖାଉଥିବାବେଳେ ମହିଳାଙ୍କୁ ମାରିଲା କରେଣ୍ଟ, ଆଉ ତା’ ପରେ…

ବାଲିଗୁଡ଼ା,୯ା୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଗୁଳିମରା ସାହିରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ଆଘାତ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ କୁନି ତ୍ରିପାଠୀ।
ସୂଚନା ଅନୁସାରେ, ଗୁଳିମରା ସାହିର ମହିଳା ଜଣକ ବୁଧବାର ବାଡ଼ିପଟେ ଲୁଗା ଶୁଖାଉଥିବାବେଳେ ତାରଟି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯିବାରୁ ଗୁରୁତର ଆହତ ଅବସ୍ଥାରେ ସ୍ଥାନୀୟ ଲୋକେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ମହିଳାଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା କେସ୍‌ ନଂ. ୨୦/୨୪ରେ ରୁଜୁ କରି ଅଧିକ ତଦନ୍ତ ଅବ୍ୟାହତ ରହିଥିବା ବିଷୟ ଥାନା ଭାରପ୍ରାପ୍ତ ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri