Posted inଫୁରସତ

ପତଳା ଅଣ୍ଟା ପାଇଁ ବେଶ୍‌ ଚର୍ଚ୍ଚାରେ ଏହି ମହିଳା

ନାରୀର ତନୁପାତଳି ଅଣ୍ଟା ସମସ୍ତଙ୍କୁ ଆକର୍ଷିତ କରେ। ସେଇଥିପାଇଁ ତ ଏମିତି ଅଣ୍ଟା ପାଇବା ଲାଗି ଅନେକେ ଜିମ୍‌ ଯାଆନ୍ତି, ବିଭିନ୍ନ ବ୍ୟାୟାମ କରନ୍ତି। ନିକଟରେ ଜଣେ ମହିଳା ସୋସିଆଲ ମିଡିଆରେ ନିଜର ପତଳା ଅଣ୍ଟା ପାଇଁ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଚର୍ଚ୍ଚାର କାରଣ ହେଉଛି, ତାଙ୍କର ଅଣ୍ଟା ତେ ପତଳା ଯେ ଜଣେ ବଳିଷ୍ଠ ବ୍ୟକ୍ତିଙ୍କ ହାତ ମୁଠାରେ ଅଣ୍ଟା ରହିଯିବ। ଏହି ତରୁଣୀଜଣକ ହେଉଛନ୍ତି ମ୍ୟାନ୍‌ମାରର ୨୩ ବର୍ଷୀୟା ସୁ ନାଇଙ୍ଗ। ତାଙ୍କ ଅଣ୍ଟା ହେଉଛି ମାତ୍ର ୧୩.୭ ଇଞ୍ଚର। ବିଶ୍ୱାସ କରାଯାଉଛି ସୁ’ଙ୍କ ଅଣ୍ଟା ହେଉଛି ପୃଥିବୀର ସବୁଠାରୁ ପତଳା ଅଣ୍ଟା। ତେବେ ଅନେକେ ତାଙ୍କ ଫଟୋ ଦେଖି ବିଶ୍ୱାସ କରନ୍ତି ନାହିଁ। ଆଉ କେତେକେ କହନ୍ତି ଫଟୋ ଏଡିଟ୍‌ ହୋଇଛି। ଆଉ କିଏ କହନ୍ତି ସୁ’ ବୋଧହୁଏ ସର୍ଜରି କରି ଏଭଳି ଅଣ୍ଟା ପାଇଛନ୍ତି। କିନ୍ତୁ ସୁ’ କହନ୍ତି, ଏଭଳି ଅଣ୍ଟା ପାଇବା ପାଇଁ ସେ କୌଣସି ସର୍ଜରିର ସାହାଯ୍ୟ ନେଇ ନାହାନ୍ତି। ସ୍ବତନ୍ତ୍ର ଡାଏଟ୍‌ ଦ୍ୱାରା ତାଙ୍କ ଅଣ୍ଟା ଏତେ ସରୁ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri