ଘରେ ପିଲାଙ୍କୁ କୁକୁର ମାଂସ ରାନ୍ଧି ଖାଇବାକୁ ଦେଉଥିଲେ ଏହି ମହିଳା, ଜଣାପଡ଼ିବା ପରେ…

କ୍ୱିଭ୍‌,୨୮।୧: ୟୁକ୍ରେନରୁ ଏକ ଆଶ୍ଚର୍ଯ୍ୟକର ଖବର ସାମ୍ନାକୁ ଆସିଛି। ଏଠାକାର ଜଣେ ମହିଳା ନିଜ ପିଲାଙ୍କୁ ଘରେ କୁକୁର ମାଂସ ରାନ୍ଧି ଖାଇବାକୁ ଦେଉଥିବାରୁ ପୋଲିସ ସଂପୃକ୍ତ ମହିଳାଙ୍କୁ ଗିରଫ କରିଛି।
ୟୁକ୍ରେନ୍‌ ଉତ୍ତର-ପୂର୍ବ ଅଞ୍ଚଳସ୍ଥିତ ଖାରକ୍ୱିଓ ସହରରେ ୩୦ ବର୍ଷୀୟା ଲିଲିୟା ଗ୍ରେନେକ୍କୋ ନିଜର ଦୁଇ ପିଲା ଏବଂ ମା’ଙ୍କ ସହ ରହୁଥିଲେ। ରିପୋର୍ଟ ଅନୁଯାୟୀ, ମହିଳା ଜଣଙ୍କ କୁକୁରକୁ ମାରି ଘରେ ରଖିଥିଲେ। ଫଳରେ ଗନ୍ଧରେ ନାକ ଫାଟି ପଡୁଛି। ଖାଲି କୁକୁର ନୁହେଁ, ଅସରପା ଏବଂ ମୂଷାଙ୍କୁ ମାରି ମଧ୍ୟ ରାନ୍ଧୁଥିଲେ।
ସୂଚନାନୁଯାୟୀ, ଏହି ମହିଳାଙ୍କ ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିଲା। ଭୋକ ଦାଉରୁ ନିଜ ପିଲାଙ୍କୁ ରକ୍ଷା କରିବା ପାଇଁ ଅନ୍ୟ ଉପାୟ ନ ପାଇ ସେ ଏପରି କରୁଥିଲେ। ପୋଲିସ ସୂଚନା ପାଇଁ ତାଙ୍କ ଘରେ ପହଞ୍ଚି ତାଙ୍କର ଦୁଇ ପିଲା ଏବଂ ମାଙ୍କୁ ହସ୍ପିଟାଲ ପଠାଇ ଲିଲିୟାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ସାମ୍ବାଦିକ, ସୈନ୍ୟଙ୍କୁ ହତ୍ୟା

କିଭ୍‌, ୨୩।୬: ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣର ଖବର ସଂଗ୍ରହ କରୁଥିବା ଜଣେ ୟୁକ୍ରେନୀୟ ଏବଂ ତାଙ୍କୁ ସୁରକ୍ଷା ଦେଉଥିବା ଜଣେ ସୈନ୍ୟଙ୍କୁ...

ଆଇଏସ୍‌ଆଇ ମୁଖ୍ୟଙ୍କୁ ହଟାଇବାକୁ ଚାହୁଁଛି ପାକ୍‌ ସେନା

ଇସ୍‌ଲାମାବାଦ, ୨୩ା୯: ତାଲିବାନ୍‌ ସରକାରରେ ପାକିସ୍ତାନର ହସ୍ତକ୍ଷେପ ଯୋଗୁ ଆଫଗାନିସ୍ତାନରେ ଅସ୍ଥିରତା ଦେଖାଦେଇଛି। ତାଲିବାନ୍‌ ସରକାରକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରଖିବାକୁ ପାକ୍‌ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ...

ଆମେରିକା-ତାଲିବାନ ଶାନ୍ତି ଆଲୋଚନା: ଆତଙ୍କବାଦୀ ଆକ୍ରମଣରେ ୧୦ ପୋଲିସ କର୍ମୀ ନିହତ

କାବୁଲ୍‌,୩୧।୮: ଆମେରିକା-ତାଲିବାନ ଶାନ୍ତି ଆଲୋଚନା ଶେଷ ପର୍ଯ୍ୟାୟରେ ଥିବାବେଳେ ଶନିବାର ଆତଙ୍କବାଦୀ ଆକ୍ରମଣରେ ୧୦ ପୋଲିସ କର୍ମୀ ନିହତ ହୋଇଛନ୍ତି। ତାଲିବାନ୍‌ ଆତଙ୍କବାଦୀ ଉତ୍ତର ଆଫଗାନିସ୍ତାନର...

ଚାଇନାକୁ ପ୍ରଶଂସା କଲେ ଟ୍ରମ୍ପ

ଓ୍ବାଶିଂଟନ, ୩ା୪: କରୋନା ଭାଇରସ୍‌ ସ୍ଥିତି ବିଶ୍ୱରେ ଉଦ୍‌ବେଗଜନକ ରହିଥିବା ବେଳେ ଚାଇନାରେ ଏହା କେତେକାଂଶରେ ନିୟନ୍ତ୍ରଣାଧୀନ ରହିଛି। ପୂର୍ବାପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା ସେଭଳି ଆଉ...

ସେଲ୍ଫ ଆଇସୋଲେଶନରେ ରହି ସମସ୍ତଙ୍କୁ ଘରେ ରହିବାକୁ କହିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌ କରୋନା ଭାଇରସରେ ସଂକ୍ରମିତ ହୋଇ ଏବେ ସେଲ୍ଫ ଆଇସୋଲେଶନରେ ରହିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରାୟ ୩୦ ମିଲିୟନ...

ମରିବାକୁ ଚାହୁଁଥିଲେ ମେଘାନ

ଲସ୍‌ ଏଞ୍ଜେଲ୍ସ, ୯ା୩: ପ୍ରିନ୍ସ ହ୍ୟାରିଙ୍କୁ ବିବାହ କରି ବ୍ରିଟେନ ରାଜ ପରିବାରର ସଦସ୍ୟ ହେବା ପରେ ମେଘାନ ମର୍କେଲଙ୍କୁ ବହୁ ସଂଘର୍ଷ କରିବାକୁ ପଡ଼ିଥିଲା।...

ମରିୟମଙ୍କୁ ମିଳିଲା ଜାମିନ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଜାମିନ ମିଳିଛି। ସୋମବାର ଲାହୋର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି।...

ୟୁକ୍ରେନ୍‌ର ରୁଷିଆ ଆକ୍ରମଣ

କିଭ୍‌/ମସ୍କୋ,୨ା୪: ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ଆରମ୍ଭ କରିଥିଲା। ସେବେଠୁ ରାଜଧାନୀ କିଭ୍‌ ସମେତ ଅନେକ ସହରରେ ରୁଷୀୟ ସୈନ୍ୟ ବୋମା, ରକେଟ...

Advertisement
Archives

Model This Week