ପ୍ରତି ୧୦ମିନିଟ୍‌ରେ ଜଣେ ମହିଳାଙ୍କୁ ପରିବାର ଲୋକେ ହତ୍ୟା କରୁଛନ୍ତି

ନ୍ୟୁୟର୍କ,୨୬ା୧୧(ପି.ଟି.): ବିଶ୍ୱରେ ପ୍ରତି ୧୦ ମିନିଟ୍‌ରେ ଜଣେ ମହିଳା କିମ୍ବା ଯୁବତୀଙ୍କୁ ତାଙ୍କ ପାର୍ଟନର ଅଥବା ପରିବାର ସଦସ୍ୟ ହତ୍ୟା କରୁଥିବା ଜାତିସଂଘର ନୂତନ ତଥ୍ୟରୁ ଜଣାପଡ଼ିଛି। ଅର୍ଥାତ୍‌ ପ୍ରତିଦିନ ହାରାହାରି ୧୩୭ ଜଣ ମହିଳା ବା ବାଳିକାଙ୍କୁ ପରିବାର ସଦସ୍ୟ ହତ୍ୟା କରୁଥିବା ଜାତିସଂଘର ନିଶାଦ୍ରବ୍ୟ ଓ ଅପରାଧ କାର୍ଯ୍ୟାଳୟ (ୟୁଏନ୍‌ଓଡିସି) ଏବଂ ଜାତିସଂଘ ମହିଳା ରିପୋର୍ଟରେ ପ୍ରକାଶ ପାଇଛି। ଗତବର୍ଷ ୮୩,୦୦୦ ମହିଳା ଓ ଯୁବତୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ହତ୍ୟା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୬୦% ଅର୍ଥାତ୍‌ ୫୦,୦୦୦ଙ୍କୁ ସେମାନଙ୍କ ଘନିଷ୍ଠ ପାର୍ଟନର କିମ୍ବା ପରିବାର ସଦସ୍ୟ ହତ୍ୟା କରିଥିଲେ। ଅନ୍ୟପକ୍ଷରେ ଗତବର୍ଷ ପୁରୁଷ ହତ୍ୟାର ୧୧% ସେମାନଙ୍କ ପାର୍ଟନର କିମ୍ବା ପରିବାର ସଦସ୍ୟଙ୍କ ଦ୍ୱାରା କରାଯାଇଛି। ବିଶ୍ୱରେ ଅନେକ ମହିଳା ଓ ବାଳିକାଙ୍କ ପାଇଁ ଘର ଏକ ବିପଜ୍ଜନକ ସ୍ଥାନ ହୋଇ ରହିଥିବା ୟୁଏନ୍‌ଓଡିସିର କାର୍ଯ୍ୟକାରୀ ଏକ୍‌ଜିକ୍ୟୁଟିଭ୍‌ ଡାଇରେକ୍ଟର ଜନ୍‌ ବ୍ରାଣ୍ଡୋଲିନୋ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri