ଘରେ ପଶି ମହିଳାଙ୍କୁ ନିର୍ମମ ହତ୍ୟା

ଛତ୍ରପୁର,୧୬।୨(ଡି.ଏନ.ଏ.): ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗ୍ରାମରେ ଘରେ ପଶି ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମହିଳା ଜଣକ ହେଲେ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଏ ସମ୍ପର୍କରେ ଖବର ପାଇ ଛତ୍ରପୁର ଥାନା ପୋଲିସ ଏବଂ ସାଇଣ୍ଟିଫିକ ଟିମ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି। ଧାରୁଆ ଅସ୍ତ୍ରରେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ ଦେହକୁ ପୋଲିସ ଜବତ କରିଛି ତାଙ୍କ ସ୍ବାମୀ ବାହାରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲରେ ସରକାରୀ ଜମି

ଆରଡ଼ି,୧୦।୨ (ଡି.ଏନ.ଏ.)-ଜବରଦଖଲକାରୀଙ୍କ କବଳରେ ସରକାରୀ ଜମି। କାର୍ଯ୍ୟାନୁଷ୍ଠାନ ପାଇଁ ୨୦୧୪ରୁ ଗ୍ରାମବାସୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜବରଦଖଲ ଉଚ୍ଛେଦ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ...

ଚା’ ଦୋକାନୀଙ୍କୁ ୧୧୦କୋଟିର ଜିଏସ୍‌ଟି ନୋଟିସ

ରାଉରକେଲା ଅଫିସ, ୧୬।୧୨: ରାଉରକେଲାରେ ଜିଏସ୍‌ଟି ଠକେଇର ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି। ସହରରେ ଜିଏସ୍‌ଟି ଠକେଇ ତାଲିକାରେ ଜଣେ ଚା’ ଦୋକାନୀଙ୍କ ନାଁ...

ମହିଳାଙ୍କ ଉପରକୁ ଗୁଳିମାଡ: ଗୁରୁତର ଅବସ୍ଥାରେ ଆଇଜିଏଚ୍‌ରେ ଭର୍ତ୍ତି

ସୁନ୍ଦରଗଡ଼/ବେଦବ୍ୟାସ (ଡି.ଏନ୍‌.ଏ)/ ରାଉରକେଲା ଅଫିସ୍‌ ୧୫।୧୨ – ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଘଟୋଲାଠାରେ ସୋମବାର ରାତି ସାଢେ ୮ଟାରେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି।...

ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ମାଓବାଦୀ ଗତିବିଧି, ୫ଟି ଉପରେ ସମୀକ୍ଷା

ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର...

ଛୁରି ଭୁସି ହତ୍ୟା ଘଟଣା: ଜେଲ ଗଲେ ୨ ଭାଇ

ଦିଗପହଣ୍ଡି,୨୬ା୧୦(ଡି.ଏନ୍‌.ଏ.)- ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶନିବାର ବଚ୍ଚନ ସ୍ବାଇଁଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିଲା। ବଚ୍ଚନଙ୍କ ଭଉଣୀ ଲକ୍ଷ୍ମୀଙ୍କ...

ଆଉ ରିମାଣ୍ଡ ନୁହେଁ, ୧୧ରେ ଶୁଣାଣି

ଚାନ୍ଦବାଲି,୭ା୪(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନୁ ଭୋଇଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ୩ଦିନିଆ...

ବର୍ଷେ ପରେ ପ୍ରକାଶ ପାଇଲା ବିବିଏଲଏଲବି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ,୨୭ା୬-ପ୍ରତିଶ୍ରୁତି ରଖିଲେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ା ଗତ ସୋମବାର ଗଞ୍ଜାମ ଆଇନ ମହାବିଦ୍ୟାଳୟର ବିବିଏଲଏଲବି ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟ ଘେରାଉ ବେଳେ ଦେଇଥିବା...

ଗଞ୍ଜାମକୁ ୨ଟି ବସ୍‌ରେ ସୁରଟରୁ ଫେରିଲେ ୧୩୫ ପ୍ରବାସୀ: ୬ଜଣଙ୍କ ସ୍ବାବ୍‌ ଟେଷ୍ଟିଂ ପାଇଁ ପଠାଗଲା ବ୍ରହ୍ମପୁର

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକକୁ ସୁରଟରୁ ୨ଟି ବସ୍‌ରେ ୧୩୫ ଜଣ ପ୍ରବାସୀ ଆସି ପହଞ୍ଚିଛନ୍ତି। ଛତ୍ରପୁର ବ୍ଲକ ବଡମାଧପୁରରେ ଶନିବାର ବିଳମ୍ବିତ...

Advertisement
Archives

Model This Week