ବୁଲେଟ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୧୯।୧୨(ଡି.ଏନ.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟସ୍ଥ ବ୍ରହ୍ମପୁର-ପୁରୁଷୋତ୍ତମପୁର ରାସ୍ତାର ଚାଙ୍ଗୁଡିଆ ପଦର ସାହି ଛକଠାରେ ଏକ ବୁଲେଟ ମୋଟର ସାଇକେଲ ଧକ୍କାରେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଝୁନୁ ନାୟକ (୪୯)। ସେ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ପଛପଟୁ ବୁଲେଟଟି ଅତି ଦୃତ ଗତିରେ ଆସି ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ଆହତ ହୋଇ ତଳେ ପଡିଯାଇଥିଲେ। ଉପସ୍ଥିତ ଲୋକେ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ମାତ୍ର ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପୁରୁଷୋତ୍ତମ ପୁର ପୋଲିସ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସି ମୃତଦେହକୁ ଜବତ କରି ଥାନା କେସ ନଂ ୭୯୯/୨୨ ପ୍ରକାରେ ମାମଲା ରୁଜୁ କରିଛନ୍ତି। ମୋଟରସାଇକେଲଟିକୁ ଜବତ କରିବା ସହ ସୋମବାର ମୃତଦେହ ବ୍ୟବଚ୍ଛେଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ

ବାଲିଶଙ୍କରା, ୨୫।୧ (ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ଉଜ୍ଜଳପୁର ରେଞ୍ଜ କିଞ୍ଜିରକେଲା ସେକ୍ସନ ଅଞ୍ଚଳରେ ଦନ୍ତାହାତୀ ଆକ୍ରମଣରେ ଶନିବାର ସକାଳ ୬ଟାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।...

ମା’ ବାପାଙ୍କ କଥା ସହିପାରିଲେନି ପୁଅ, ଶେଷରେ …

ପାଟଣା,୨୬।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ବଡ଼ଗମ୍ଭାରିଆ ହାଟ ନିକଟରେ ଥିବା ଏକ ଗଛରୁ ରବିବାର ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା...

ରକ୍ତଦାନ କଲେ ଜିଲାପାଳ

ନୂଆପଡା ଅଫିସ,୧୬ା୪: କୋଭିଡ ୧୯ ସହ ସାରା ବିଶ୍ୱ ବର୍ତ୍ତମାନ ଲଢୁଛି। ସଂକ୍ରମଣ ରୋକିବା ପାଇଁ ଭାରତରେ ଲକ୍‌ଡାଉନ କଟକଣା ଜାରି କରାଯାଇଛି। ଏଥିପାଇଁ ବିଭିନ୍ନ...

ଭୋଟ ଦେଲେନି ୬୮ ଭୋଟର

ଖୁଣ୍ଟା,୧୭।୨(ଡି.ଏନ.ଏ.) ତ୍ରୁଟିପୂର୍ଣ୍ଣ ଭୋଟର ତାଲିକାକୁ କେନ୍ଦ୍ରକରି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବଡ଼ଫେଣି ପଞ୍ଚାୟତର ଏକ ବୁଥ୍‌ରେ ବୁଧବାର ଭୋଟ ବର୍ଜନ କରାଯାଇଛି। ଏହି ପଞ୍ଚାୟତର...

ଟିଏମ୍‌ସି କେନ୍ଦ୍ରର ସାମଗ୍ରୀ କିଣାରେ ହେରଫେର

ପଟ୍ଟାମୁଣ୍ଡାଇ, ୮ା୧୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ୨୦୨୦ ଏପ୍ରିଲ୍‌ ୬ରେ ଆଳି ଅଞ୍ଚଳରୁ ଚିହ୍ନଟ ହୋଇଥିଲେ। କରୋନାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ...

କାମରେ ଲାଗୁନି ରାତ୍ର ଆଶ୍ରୟସ୍ଥଳୀ

ବାରିପଦା ଅଫିସ,୧୯।୧୨: ମୟୂରଭଞ୍ଜ ଜିଲା ମୁଖ୍ୟାଳୟକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଶ୍ରମିକ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ରହିବା ପାଇଁ ନାଇଟ୍‌ ସେଲ୍‌ଟର(ରାତ୍ର ଆଶ୍ରୟସ୍ଥଳୀ) ବ୍ୟବସ୍ଥା...

ଧାନବିଲରୁ ମିଳିଲା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ପାଖରେ ପଡ଼ିଥିଲା ଟାଙ୍ଗିଆ

ବୌଦ୍ଧ,୧୭ା୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଧାନବିଲରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ...

ସ୍ନାନ ପୂର୍ଣ୍ଣିମା, ରଥଯାତ୍ରାରେ ଯୋଗଦେବେ ସୋରଡ଼ା ରାଜା

ସୋରଡ଼ା,୧୭ା୬(ଡି.ଏନ୍‌.ଏ.)-ସୋରଡ଼ାର ଜଗନ୍ନାଥଙ୍କ ସ୍ନାନ ପୂର୍ଣ୍ଣିମା ସୋମବାର ପାଳନ କରାଯିବ। ଏଥିରେ ସୋରଡ଼ା ରାଜା ଡ.ଦେବଦତ୍ତ ସିଂହ ଦେଓ ଯୋଗଦେବେ। ସ୍ଥାନୀୟ ରାଜବଂଶର ରାଜା ଜଗନ୍ନାଥ ସିଂହ...

Advertisement
Archives

Model This Week