ଠିକା କ୍ୟାମ୍ପରେ ନିଆଁ ଲାଗି ଶ୍ରମିକ ଜୀବନ୍ତଦଗ୍ଧ

ଭବାନୀପାଟଣା,୨୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପାଷ୍ଟିକୁଡି ନିକଟରେ ଥିବା ଏକ ଠିକା କ୍ୟାମ୍ପରେ ସୋମବାର ଅପରାହ୍ନରେ ନିଆଁ ଲାଗି ଜଣେ ଶ୍ରମିକ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି। ମୃତ ଶ୍ରମିକଙ୍କ ନାମ ପ୍ରଦୀପ କେତକୀ ଓ ତାଙ୍କ ଘର କୋକସରା ଥାନା କାଶିବାହାଲ ଗ୍ରାମର ବୋଲି ଜଣାପଡିଛି। କ୍ୟାମ୍ପରେ କିଭଳି ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ମଧ୍ୟ ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଦମକଳ ବାହୀନି ପହଞ୍ଚତ୍ ନିଆକୁ ଆୟତ୍ତ କରିଛି। ସଦର ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

୫ ରାଶିଙ୍କ ଉପରେ ଧନବର୍ଷା କରିବେ ଶନି! ଅକ୍ଟୋବର ପ୍ରଥମ ସସ୍ତାହରୁ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନି ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିପାରେ। ଏହି ପରିବର୍ତ୍ତନ ଯୋଗୁ ବୃଷ, ସିଂହ, ତୁଳା, ମକର…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?