ମନ୍ଦିରରୁ ପୂଜା ସାରି ଫେରିବାବେଳେ ପୂଜକଙ୍କୁ ପେଚ୍‌କସ୍‌ରେ ଆକ୍ରମଣ, କିଛି ସମୟ ଭିତରେ ଘଟିଲା…

ତାଳଚେର,୩ା୧(ମନୋଜ ନନ୍ଦ): ତାଳଚେର ଥାନା ସମ୍ମୁଖରେ ଥିବା ମଙ୍ଗଳା ମନ୍ଦିରରେ ଦୀର୍ଘବର୍ଷ ହେଲା ପୂଜା କରି ଆସୁଥିଲେ ବଡ଼ଦାଣ୍ଡ ସାହିର ସନ୍ତୋଷ କୁମାର ମହାପାତ୍ର(୫୦)। ଶନିବାର ମଧ୍ୟାହ୍ନରେ ପୂଜା ସାରି ଫେରୁଥିବା ବେଳେ ଥାନା ସମ୍ମୁଖରେ ଜଣେ ଯୁବକ ତାଙ୍କୁ ପେଚ୍‌କସ୍‌ ଦ୍ୱାରା ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ଡାକ୍ତରଖାନା ପରିସରରେ ପ୍ରବଳ ଉତ୍ତେଜନା ଦେଖାଦେଇଛି। ତାଳଚେର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସହିତ ଆଲୋଚନା ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri